ଆହତ ହେଲେ ଟାଇଗର

ମୁମ୍ବାଇ: ବଲିଉଡ୍‌ ନାୟକ ଟାଇଗର ଶ୍ରଫ ଆହତ ହୋଇଥିବା ସୂଚନା ମିଳିଛି। ସୋମବାର ସେ ତାଙ୍କ ପିଠିର ଏକ ଫଟୋ ଶେୟାର କରି ଏହି ସୂଚନା ଦେଇଛନ୍ତି। ତେବେ ଫିଲ୍ମ ‘ବାଗି-୩’ର ଶୁଟିଂ ସେଟ୍‌ରେ ସେ ଆହତ ହୋଇଥିବା କହିଛନ୍ତି। ଅହମ୍ମଦ ଖାଁଙ୍କ ଦ୍ୱାରା ନିର୍ଦ୍ଦେଶିତ ଏହି ଫିଲ୍ମରେ ମୁଖ୍ୟ ଭୂମିକାରେ ନଜର ଆସିବେ ଟାଇଗର। ନିକଟରେ ଟାଇଗର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ବାଗି-୩ର ଲୁକ୍‌ ଶେୟାର କରିଥିଲେ। ସ୍ଲିବଲେସ୍‌ ଜ୍ୟାକେଟ ସହ କାର୍ଗୋ ପ୍ୟାଣ୍ଟରେ ଖୁବ୍‌ ହ୍ୟାଣ୍ଡସମ୍‌ ଲାଗୁଥିଲେ ଟାଇଗର। ଟାଇଗର ଡ୍ୟାନ୍ସ ଓ ଫିଟନେସ୍‌ ପାଇଁ ଦର୍ଶକଙ୍କ ବେଶ୍‌ ପସନ୍ଦ ଏହି ନାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?