ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୋନପୁର, କନ୍ଧମାଳ, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼ ଓ ବରଗଡ଼ ଓ କେନ୍ଦୁଝର।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ବର୍ଷାରେ ଧୋଇଗଲା ନିର୍ମାଣାଧିନ ରିଂ ରୋଡ: ସ୍ଥାୟିତ୍ୱ ନେଇ ଉଠିଲାଣି ପ୍ରଶ୍ନ

ବରଗଡ଼,୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶରେ ରିଂ ରୋଡ ନିର୍ମାଣ ଚାଲିଛି । ବରଗଡ଼ ସାଇ ମନ୍ଦିରରୁ ରୁହୁଣିଆଁ ପର୍ଯ୍ୟନ୍ତ ହେବାକୁ ଥିବା…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri