ଆୟକର ହ୍ରାସ କିମ୍ବା ଜିଏସ୍‌ଟି ବୃଦ୍ଧି ନ ହେଉ: ପୂର୍ବତନ ସିଇଏ

ନୂଆଦିଲ୍ଲୀ,୧୨-୧୨: ଦେଶରେ କେବଳ ଆର୍ଥତ୍କ କାର୍ଯ୍ୟକଳାପ କମି ନାହିଁ ବରଂ ବର୍ତ୍ତମାନ ମାନ୍ଦାବସ୍ଥାର ଜଟିଳତା ଦେଇ ଘରୋଇ ବଜାର ଗତି କରୁଛି ବୋଲି ପୂର୍ବତନ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଅରବିନ୍ଦ ସୁବ୍ରମଣ୍ୟନ ବୁଧବାର କହିଛନ୍ତି। ଏଭଳି ସ୍ଥିତିରେ ଆୟକର ହ୍ରାସ ଏବଂ ଜିଏସ୍‌ଟିରେ ବୃଦ୍ଧି ନ ହେଉ ବୋଲି ସେ ମତ ରଖିଛନ୍ତି। ସେ କହିଛନ୍ତି, ଚାହିଦା ଭିତ୍ତିକ ଅଭିବୃଦ୍ଧି ଏକ ତଥାକଥିତ ଭାରତୀୟ ଭାବନା। ପୂର୍ବ ଏସିଆ ସମେତ ଅଧିକାଂଶ ଅର୍ଥନୀତି ଲାଗି ନିବେଶ ବୃଦ୍ଧି ଏବଂ ରପ୍ତାନି ଜିଡିପି ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିଛି। ଏଭଳି ସ୍ଥିତିରେ ଭାରତରେ ଆୟକର ହ୍ରାସକୁ ସମର୍ଥନ କରିହେବନି। ବର୍ତ୍ତମାନର ସମୟ ଜିଏସ୍‌ଟି ବଢାଇବା ଲାଗି ଖରାପ ସମୟ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri