ଆୟୁଷ୍ମାନ ଖୁରାନା ଟାଇଟାନ ଆଇପ୍ଲସ୍‌ର ବ୍ରାଣ୍ଡ ଆମ୍ବାସାଡର

ନୂଆଦିଲ୍ଲୀ,୧୬-୧୦: ଟାଇଟାନ ଆଇଓ୍ବେର ବିଜନେସ ପକ୍ଷରୁ ବଲିଉଡ ଅଭିନେତା ଆୟୁଷ୍ମାନ ଖୁରାନାଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ କରାଯାଇଛି। କମ୍ପାନୀର ଫ୍ରେମ, ସନଗ୍ଲାସେସ ଏବଂ ଲେନ୍ସକୁ ଆୟୁଷ୍ମାନ ପ୍ରମୋଶନ କରିବେ। କମ୍ପାନୀର ଆଗାମି ମଲ୍ଟି ମିଡିଆ କ୍ୟାମ୍ପେନରେ ସେ ନଜର ଆସିବେ ବୋଲି ଟାଇଟାନ ପକ୍ଷରୁ ସୂଚନା ଦିଆଯାଇଛି। ୬ରୁ ୬୦ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ବର୍ଗ ଲାଗି କମ୍ପାନୀ ପକ୍ଷରୁ ପ୍ରଡକ୍ଟ ପ୍ରସ୍ତୁତ କରାଯାଉଛି। କମ୍ପାନୀର ଆଇଓ୍ବେର ବିଜନେସକୁ ପ୍ରମୋଟ କରାଇବା ଲାଗି ଆୟୁଷ୍ମାନଙ୍କ ସହ ଚୁକ୍ତିରେ ସାମିଲ ହୋଇ ଅତ୍ୟନ୍ତ ଖୁସି ବୋଲି ଟାଇଟାନ ଆଇଓ୍ବେର ଡିଜିଜନ ସିଇଓ ରୋନି ତାଲାତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ଅଧିନାୟକ ଆୟରଙ୍କ ବଡ଼ ବୟାନ: ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ କହିଲେ….

ନୂଆଦିଲ୍ଲୀ,୨୩।୭: ଭାରତୀୟ ଦଳ ବର୍ତ୍ତମାନ ଟି-୨୦ ଫର୍ମାଟରେ ଏକ ପରିବର୍ତ୍ତନଶୀଳ ପର୍ଯ୍ୟାୟ ଦେଇ ଗତି କରୁଛି ଏବଂ ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଆରମ୍ଭ ଆଶା…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri