ଆୟୁଷ୍ମାନଙ୍କୁ ପ୍ରଶଂସା କଲେ ତାହିରା

ମୁମ୍ବାଇ: ବଲିଉଡ୍‌ ନାୟକ ଆୟୁଷ୍ମାନ ଖୁରାନାଙ୍କୁ ତାଙ୍କ ପତ୍ନୀ ତାହିରା ଖୁବ୍‌ ପ୍ରଶଂସା କରିଛନ୍ତି। ନିକଟରେ ସେ ଏକ ପ୍ରମୋଶନାଲ ପ୍ରେସ କନଫରେନ୍ସରେ ଯୋଗ ଦେବା ଅବସରରେ ଏପରି କହିଛନ୍ତି। ସେଠାରେ ସେ ବ୍ରେଷ୍ଟ କ୍ୟାନସର ଉପରେ ଆଲୋଚନା କରୁଥିଲେ। ଏଥିରେ ପୀଡିତ ମହିଳାମାନଙ୍କୁ ଉଦ୍ଦେଶ୍ୟରେ ତାହିରା କହିଥିଲେ ତାଙ୍କୁ ତାଙ୍କ ସ୍ବାମୀ ଆୟୁଷ୍ମାନ ଓ ପରିବାର ଯେଭଳି ସହଯୋଗ କରିଛନ୍ତି ଅନ୍ୟ ମହିଳାମାନଙ୍କୁ ମଧ୍ୟ ସେହିଭଳି ସହଯୋଗ ମିଳିବା କଥା ବୋଲି ସେ କହିଛନ୍ତି। ତାହିରା ଏବେ ବ୍ରେଷ୍ଟ କ୍ୟାନସରରେ ପୀଡିତ। ଆୟୁଷ୍ମାନ ୨ ବର୍ଷ କେମିତି ତାହିରାଙ୍କ ପାଇଁ କରଓ୍ବାଚୌଥ ବ୍ରତ ରଖିଥିଲେ ତାହା ମଧ୍ୟ ସେ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୨ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

ସରକାରଙ୍କ ଉପରେ ବଢୁଛି ଚାପ: ଏବେ କ’ଣ କରିବେ ମୋଦି

ନୂଆଦିଲ୍ଲୀ,୨୫ା୭(ପି.ଟି./ଏଜେନ୍ସି): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ସିଜେପି ପକ୍ଷରୁ ଚାଲିଥିବା ଆନ୍ଦୋଳନ ସରକାରଙ୍କ ଉପରେ ବଡ଼ ଚାପ ସୃଷ୍ଟି କରିଛି। ଶୁକ୍ରବାର ସରକାର ଓ…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ…

ଇସ୍ତଫା ଦେବେ ନାହିଁ ଧର୍ମେନ୍ଦ୍ର ପ୍ରଧାନ! ସରକାରଙ୍କ କଡ଼ା ଆଭିମୁଖ୍ୟ, ଗୋଟିଏ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ମାମଲାରେ ଦାୟିତ୍ୱ ନିର୍ଦ୍ଧାରଣ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଜାତୀୟ ରାଜଧାନୀ ଦିଲ୍ଲୀର ଜନ୍ତର-ମନ୍ତରରେ ଗତ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri