ଇଉଫୋରିଆ-୨୦୨୦ ଉଦ୍‌ଘାଟିତ:୨୮ ଶିକ୍ଷାନୁଷ୍ଠାନର ୩୮୯ ଛାତ୍ରୀଛାତ୍ର ଭାଗନେଲେ

ବାରିପଦା ଅଫିସ,୧୦ା୧- ବାରିପଦା ସହରସ୍ଥିତ ଶହୀଦ ସ୍ମୃତି ଭବନଠାରେ ୨୩ତମ ରାଜ୍ୟସ୍ତରୀୟ ଆନ୍ତଃ ମହାବିଦ୍ୟାଳୟ ସାଂସ୍କୃତିକ ମହୋତ୍ସବ ଇଉଫୋରିଆ -୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ରାଜ୍ୟର ୨୮ଟି ଶିକ୍ଷାନୁଷ୍ଠାନର ୩୮୯ ଛାତ୍ରୀଛାତ୍ର ଏଥିରେ ଯୋଗ ଦେଇଛନ୍ତି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଆୟୋଜକ କମିଟିର ଅଧ୍ୟକ୍ଷ ଅସୀତ କୁମାର ଗିରି, ସମ୍ପାଦକ ସତ୍ୟସ୍ବରୁପ ଦାଶଙ୍କ ଉପସ୍ଥିତିରେ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମର ଜିଲା ପ୍ରତିନିଧିମାନେ ଯୋଗଦେଇଥିଲେ। ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଥିବା ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଏହି ମହୋତ୍ସବର ଲକ୍ଷ୍ୟ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। ପ୍ରଥମ ଦିନରେ ପିକ୍‌ ଆଣ୍ଡ ଆକ୍ଟ, ମାଇମ, ଓଡ଼ିଆ ତର୍କ, ସ୍କ୍ରିପ୍ଟ ଏନାକ୍ଟମେଣ୍ଟ, ଗୁଲଦସ୍ତା ଓ ଡୁଏଟ ରେକର୍ଡ ହ୍ୟାନ୍ସ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ପରିଚାଳନାରେ ଶିବ ନାରାୟଣ ମିଶ୍ର, ପଙ୍କଜ ସାହୁ, ରାକେଶ ବେହେରା, ପିଣ୍ଟୁ ମାଇତି, ପୁରୁଷୋତ୍ତମ ଅଗ୍ରୱାଲା, ସତ୍ୟରଞ୍ଜନ ପାଣିଗ୍ରାହୀ ଓ ଅଙ୍କୁର ଖୁରାନା ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ନେଇ ସିଧା ପିଟିଦେଲେ ଦୋକାନ ଘରେ, ଆଉ ତା’ ପରେ…

ବାସୁଦେବପୁର,୧୨ା୧(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥ ପ୍ରସାଦ ପଞ୍ଚାୟତର ମିଶ୍ରପୁରଠାରେ ଏକ ଦୋକାନ ଘରକୁ ଧକ୍କା ଦେଇ ଦୁଇ ବାଇକ୍‌ ଆରୋହୀ...

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ...

ମା’ ବାପାଙ୍କ ମୃତ୍ୟୁ ପରେ ବେସାହାରା ହୋଇପଡ଼ିଛନ୍ତି ଭଉଣୀ-ଭାଇ

ଗଞ୍ଜାମ,୧୨ା୧(ବିଦ୍ୟାଧର ସାହୁ): ବାପାଙ୍କର ଦୁର୍ଘଟଣାଜନିତ ମୃତ୍ୟୁ ପରେ କ୍ୟାନ୍ସରରେ ମା’ଙ୍କ ଅକାଳ ବିୟୋଗରେ ବେସାହାରା ହୋଇ ପଡ଼ିଛନ୍ତି ଭଉଣୀ ଭାଇ। ଏପରି ଏକ ହୃଦୟବିଦାରକ ଘଟଣା...

ବ୍ୟାଙ୍କ ସଟର ତାଡି ଲୁଟ ଉଦ୍ୟମ କରୁଥିଲେ ଦୁର୍ବୃତ୍ତ: ମାଡ଼ିବସିଲେ ଗ୍ରାମବାସୀ

ଭୋଗରାଇ, ୧୨l ୧( ପ୍ରଦୀପ ଦାସ ): ବ୍ୟାଙ୍କ ସଟର ତାଡି ଲୁଟ କରିବାକୁ ଉଦ୍ୟମ କରୁଥିବାବେଳେ ଧରିପକାଇଲେ ଗ୍ରାମବାସୀ। ରବିବାର ବିଳମ୍ବିତ ରାତିରେ ୩...

ମଦ୍ୟପଙ୍କ ଉନ୍ମତ୍ତ କାଣ୍ଡ, ପିକନିକ୍ ଗ୍ରୁପକୁ ମାଡମାରି କଲେ ଲହୁଲୁହାଣ

ରାଇକିଆ,୧୨/୧-(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ମଣ୍ଡାସରୁ ପର୍ଯ୍ୟଟନସ୍ଥଳୀରେ ମାରପିଟ୍ ।ରବିବାର ଅପରାହ୍ନରେ ରାଇକିଆ ଅଞ୍ଚଳର ଏକ ପାରିବାରିକ ଗ୍ରୁପ୍ ପିକନିକ କରିବାକୁ ଯାଇଥିବା ବେଳେ...

ଖାଇ ସାରି ବିଶ୍ରାମ ନେଉଥିବାବେଳେ ଟଳିପଡିଲେ ହୋମଗାର୍ଡ: ଆଉ ତା’ପରେ…

ବାଲେଶ୍ୱର,୧୨।୧( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆରଡ଼ିଓରେ କାର୍ଯ୍ୟରତ ଜଣେ ହୋମଗାର୍ଡଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି l ମୃତ ହୋମଗାର୍ଡ ହେଲେ ଅଲେଖ ଜେନା...

ଅର୍ଚ୍ଚନାଙ୍କ ସ୍ବରରେ ଝୁମିଲେ ଦର୍ଶକ: ଆକର୍ଷଣ ସାଜିଲା ସମ୍ବଲପୁରୀ-ଲୋକନୃତ୍ୟ

କେସିଙ୍ଗା,୧୨।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆନନ୍ଦ ଉଲ୍ଲାସର ସହିତ ଏକ ବର୍ଣ୍ଣାଢ୍ୟ ପରିବେଶରେ ୨୮ତମ ଏନଏସି...

ଘରକୁ ଫେରୁଥିଲେ ୨ ଭାଇ, ବିଦ୍ୟୁତ ଖୁଣ୍ଟରେ ପିଟିହେଲା ବାଇକ୍‌: ଆଉ ତା’ପରେ…

ଗୁଣପୁର,୧୨।୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ନିକଟ ଲିମାମଡା ଗ୍ରାମ ମୁଖ୍ୟ ରାସ୍ତା ନିକଟରେ ବାଇକ ଦୁର୍ଘଟଣାରେ ଦୁଇ ସମ୍ପର୍କୀୟ ଭାଇ ମୃତ। ମୃତକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri