ଇଚ୍ଛାଧାରୀ ନାଗୁଣୀଙ୍କ ବୋଲ୍ଡ ଅନ୍ଦାଜ୍‌

ଟେଲିଭିଜନ୍‌ ଶୋ’ ଇଚ୍ଛାଧାରୀ ନାଗୁଣୀ ଏବଂ ରାମମିଲାଇ ଯୋଡିରୁ ଘରେ ଘରେ ପରିଚିତି ହାସଲ କରିଥିବା ପ୍ରିୟଲ୍‌ ଘୋଷ ଏବେ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ଏବେ ତାଙ୍କର ବୋଲ୍ଡ ଫଟୋ ଭାଇରାଲ ହୋଇଛି। ପ୍ରିୟଲ୍‌ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିଜ ପ୍ରଶଂସକଙ୍କ ସହ ମଧ୍ୟ ସେ ଫଟୋ ଶେୟାର କରିଥାନ୍ତି। ନିକଟରେ ନିଜ ଇନ୍‌ଷ୍ଟାଗ୍ରାମରେ ସେ ଗୋଆ ଟ୍ରିପ୍‌ର ଫଟୋ କିଛି ଫଟୋ ନିଜ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି। ଏହି ଟ୍ରିପ୍‌ରେ ସେ ଲାଲ୍‌ ରଙ୍ଗର ବିକିନ୍‌ ପିନ୍ଧିଥିବା ନିଜର ଆସିଛନ୍ତି। ଏଥିରେ ସେ ବୋଲ୍ଡ ଦେଖାଯାଉଛନ୍ତି। ତାଙ୍କ ପ୍ରଶଂସକ ଏହି ଫଟୋକୁ ବେଶ୍‌ ପସନ୍ଦ କରିଛନ୍ତି। ଇନ୍‌ଷ୍ଟାଗ୍ରାମରେ ୩ ଲକ୍ଷରୁ ଅଧିକ ଫଲୋଅର୍ସ ଅଛନ୍ତି। ପ୍ରିୟଲ ଟିଭି ଶୋ’ରେ ଅଭିନୟ ବ୍ୟତୀତ ନିକଟରେ ସେ ଏକ ଓ୍ବେବ୍‌ ସିରିଜ୍‌ରେ ଡେବ୍ୟୁ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଟ୍ରାଭେଲ ବଜାର; ଶୁଭାରମ୍ଭ ହେଲା ଓଡ଼ିଶା ମାଇସ୍ ଇନସେଣ୍ଟିଭ ପୋର୍ଟାଲ

ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍‌ ଷ୍ଟେକ୍‌ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର…

ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….

ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ନୂଆପଡ଼ାରେ କଲରାପତରିଆ ବାଘର ଆତଙ୍କ: ଘରେ ପଶି ଗୋଟିଏ ପରିବାରର ୬ ଜଣଙ୍କୁ କଲା ଲହୁଲୁହାଣ

ନୂଆପଡ଼ା,୫ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ଼-ଛତିଶଗଡ଼ ସୀମାନ୍ତ କୋମାଖାନ ଥାନା ଝିଟିକି ଗାଁରେ ବାଘ ଆତଙ୍କ ଖେଳିଯାଇଛି। ଶନିବାର ରାତିରେ ଏକ କଲରାପତରିଆ ବାଘ ଆକ୍ରମଣରେ…

‘ଅତିକମରେ ୧୦ଟି ସନ୍ତାନ ଜନ୍ମ କରନ୍ତୁ’ – ହିନ୍ଦୁମାନଙ୍କୁ ଏମିତି କହିଲେ ମୌଲାନା ସାଜିଦ ରଶିଦି, ଉଠିଲାଣି ବିବାଦ

ନୂଆଦିଲ୍ଲୀ,୫।୧୦: ଇମାମ ଆସୋସିଏସନର ସଭାପତି ମୌଲାନା ସାଜିଦ ରଶିଦି ସନ୍ତାନ ଜନ୍ମ କରିବା ସମ୍ବନ୍ଧରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସଂଘ ଏବଂ ଅନ୍ୟ କିଛି ସଂଗଠନ…

ଫ୍ଲାଇଦୁବାଇ କକ୍‌ପିଟ୍‌ ଆକ୍ରମଣ ମାମଲାରେ ଚାଞ୍ଚଲ୍ୟକର ଖୁଲାସା; ସତ ମାନିଲେ ଓମାନୀ ପାଇଲଟ, ଉଭୟ ଇଞ୍ଜିନ୍ ବନ୍ଦ କରି….

ନୂଆଦିଲ୍ଲୀ,୫ା୧୦:ଦୁବାଇରୁ ତେଲ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇର ଫ୍ଲାଇଟ୍‌ FZ1073ର କକ୍‌ପିଟ୍‌ ଆକ୍ରମଣ ମାମଲାରେ ପ୍ରତିଦିନ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ସେପ୍ଟେମ୍ବର ୩୦ରେ ଘଟିଥିବା ଏହି…

ଦଳ ଛାଡ଼ିଥିବା ନେତାଙ୍କୁ ମମତାଙ୍କ ଅଲ୍ଟିମେଟମ; ୧୫ ଦିନ ଭିତରେ ଫେରିଆସ, ନହେଲେ…..

କୋଲକାତା,୫ା୧୦: ବିଧାନସଭା ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ଉତ୍ତର ଦିନାଜପୁର ଜିଲା ଚୋପଡ଼ାରେ ମମତା ବାନାର୍ଜୀ ସମର୍ଥିତ ତୃଣମୂଳ କଂଗ୍ରେସ ନିଜର ସାଂଗଠନିକ ଶକ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?