ପିଲିଭିଟ୍,୨୩।୧୦: ଉତ୍ତରପ୍ରଦେଶ ପିଲିଭିଟ୍ ଅଞ୍ଚଳର ଜଣେ ମହିଳା ଇଚ୍ଛାମୃତ୍ୟୁ ଅନୁମତି ଲାଗି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖିଛନ୍ତି। ସାବତ ପୁଅ ଏବଂ ସ୍ବାମୀଙ୍କ ସାଙ୍ଗମାନଙ୍କ ଦ୍ୱାରା ଦୀର୍ଘମାସ ଧରି ବଳାତ୍କାରର ଶିକାର ହୋଇଥିବା ମହିଳା ନ୍ୟାୟ ନ ପାଇ ନିରାଶ ହୋଇ ଏଭଳି ଅନୁମତି ମାଗିଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୁରାଣପୁର କୋଟ୍ଓ୍ବାଲି ପୋଲିସ ଗତ ୯ ତାରିଖରେ ମହିଳାଙ୍କ ସ୍ବାମୀ, ସାବତ ପୁଅଙ୍କ ସମେତ ୫ ଜଣଙ୍କ ନାମରେ ମାମଲା ରୁଜୁ କରିଥିଲେ ମଧ୍ୟ ଜାଣିଶୁଣି କୌଣସି ଅଭିଯୁକ୍ତଙ୍କୁ ଗିରଫ କରୁ ନ ଥିବା ସେ ଅଭିଯୋଗ କରିଛନ୍ତି। ନ୍ୟାୟ ପାଇବା ଆଶା ହରାଇଥିବା ୩୦ ବର୍ଷୀୟ ପୀଡ଼ିତା ଜଣକ ରାଷ୍ଟ୍ରପତିଙ୍କୁ ଲେଖିଥିବା ପତ୍ରରେ ଜଣାଇଛନ୍ତି। ଅପରାଧ ସମ୍ପର୍କରେ ମୁହଁ ଖୋଲିଲେ ହତ୍ୟା କରାଯିବ ବୋଲି ତାଙ୍କୁ ବାରମ୍ବାର ଧମକ ଦିଆଯାଉଛି। ସେଥିପାଇଁ ସେ ଇଚ୍ଛା ମୃତ୍ୟୁ ନିମନ୍ତେ ରାଷ୍ଟ୍ରପତିଙ୍କ ଅନୁମତି ଚାହିଁଥିବା ଲେଖିଛନ୍ତି।
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

