Posted inଜାତୀୟ

ଇଛାଶକ୍ତି ଆଗରେ ହାର୍‌ ମାନିଛି ଦିବ୍ୟାଙ୍ଗତା: ୨ ହାତ ନ ଥାଇ ଶିକ୍ଷକତା ନିଶା

ଭୋପାଳ,୪।୯: ଇଛାଶକ୍ତି ଆଗରେ ସମସ୍ତ ବାଧା ଦୂର ହୋଇଯାଇଥାଏ। ଏଭଳି ଏକ ଉଦାହରଣ ପାଲଟିଛନ୍ତି ମଧ୍ୟପ୍ରଦେଶର ଜଣେ ପ୍ରାଥମିକ ଶିକ୍ଷକ ରାକେଶ ପନ୍ଦ୍ରେ। ପିଲାଦିନେ ଏକ ଦୁର୍ଘଟଣାରେ ରାକେଶ ନିଜର ୨ ହାତ ହରାଇଥିଲେ। ତେବେ ଦୃଢ଼ ଇଛାଶକ୍ତି ଆଗରେ ତାଙ୍କର ଦିବ୍ୟାଙ୍ଗତା ହାର୍‌ ମାନିଥିଲା। ସେ ପାଠ ପଢ଼ି ଶେଷରେ ଶିକ୍ଷକତାକୁ ପେଶା ଭାବେ ଗ୍ରହଣ କରିଥିଲେ। ଏବେ ସେ ବାଲାଘାଟର ରାଜଗାଓ୍ବଁରେ ଥିବା ପ୍ରାଇମେରୀ ସ୍କୁଲରେ ପିଲାଙ୍କୁ ପାଠ ପଢ଼ାଉଛନ୍ତି। ୭ ବର୍ଷ ବୟସରେ ବିଦ୍ୟୁତ୍‌ ଆଘାତ୍‌ରେ ତାଙ୍କର ଅଧାରୁ ଅଧିକ ଶରୀର ଜଳି ଯାଇଥିଲା। ଦୀର୍ଘ ୫ ବର୍ଷ ଚିକିତ୍ସା ପରେ ସେ ସୁସ୍ଥ ହୋଇଥିଲେ। ତାଙ୍କର ଦୁଇ ହାତ ଅଧାରୁ କଟା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

ଦୁଇ ଓସିଏସ୍‌ଙ୍କୁ ସମ୍ମାନିତ କଲେ ଜିଲାପାଳ, କହିଲେ ସମସ୍ତ ପ୍ରକାରର ଲୋକଙ୍କୁ କିପରି…

କେସିଙ୍ଗା,୧୫ା୬(ତୁମେଶ୍ୱର ସାହୁ): ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶିତ ପରେ ଉତ୍ତୀର୍ଣ୍ଣ ହୋଇଥିବା କଳାହାଣ୍ଡି ଜିଲାର କେସିଙ୍ଗା ସହରର ଚତୁର୍ଥ ସ୍ଥାନରେ ଥିବା କନକ ଜୈନ ଏବଂ…

ମୋଦିଙ୍କ ସହ ସେଲ୍‌ଫି ନେଲେ ଫ୍ରାନ୍ସ ରାଷ୍ଟ୍ରପତି: ଫଟୋ ଶେୟାର କରି ଲେଖିଲେ…

ନାଇସ୍‌,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଇସ୍‌ ଗସ୍ତ ସମୟରେ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରଁଙ୍କୁ ଭେଟି ଆନନ୍ଦ ପ୍ରକାଶ କରିଥିଲେ। ଦୁଇ ନେତା ‘ଇଣ୍ଡିଆ ଇନୋଭେଟ୍ସ ୨୦୨୬’…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ…

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri