Posted inଜାତୀୟ

ଇଡି କାର୍ଯ୍ୟାଳୟରେ ୟେସ୍‌ ବ୍ୟାଙ୍କର ଫାଉଣ୍ଡର

ମୁମ୍ବାଇ,୭।୩: ୟସ୍‌ ବ୍ୟାଙ୍କ ଏବେ ସଙ୍କଟରେ। ୨୦୦୪ରେ ଆରମ୍ଭ କରାଯାଇଥିବା ଏହି ବ୍ୟାଙ୍କ ଏବେ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବା ବେଳେ ଏବେ ଏହାର ଗ୍ରାହକଙ୍କ ଚିନ୍ତା ବଢି ଯାଇଛି। ଇତିମଧ୍ୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବ୍ୟାଙ୍କର ସଂସ୍ଥାପକ ଓ ଏହାର ପୂର୍ବତନ ସିଇଓ ରାଣା କପୁରଙ୍କ ବିରୋଧରେ ମନି ଲଣ୍ଡରିଂ ମାମାଲା କରିଛି। ଇଡି ଶୁକ୍ରବାର ରାଣାଙ୍କ ଘର ସହିତ ଅନ୍ୟ କିଛି ସ୍ଥାନରେ ଚଢଉ କରିଥିବା ସୂଚନା ରହିଛି। ଯାଞ୍ଚ ଏଜେନ୍ସି ରାଣାଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ ମଧ୍ୟ ଜାରି କରିଛି। ଏହାପରେ ରାଣା ଶନିବାର ମୁମ୍ବାଇସ୍ଥିତ ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ପଚରାଉଚରା କରାଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ୟସ୍‌ ବ୍ୟାଙ୍କ ୨୦୧୯ରେ ଶେୟାର ବଜାରକୁ କହିଥିଲା କି ରାଣା ବ୍ୟାଙ୍କର ବୋର୍ଡରୁ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇ ସାରିଛନ୍ତି। ତେବେ ୟସ୍‌ ବ୍ୟାଙ୍କର ସଙ୍କଟ ଏବେକାର ନ ହୋଇଥିବା ବେଳେ ରାଣା ଏବିଷୟରେ କିଛି ଜାଣି ନ ଥିବା ଏବେ କହିଛନ୍ତି ସତ। ହେଲେ ତାଙ୍କ ଘରେ ଇଡି ଚଢାଉ କରିବା ପରେ ୟସ୍‌ ବ୍ୟାଙ୍କ ସଙ୍କଟକୁ ନେଇ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହସ୍ତଗତ ହୋଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

ଭାଲୁ ଆକ୍ରମଣରେ ଯୁବକ ଗୁରୁତର

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ନୂଆଗାଁ ଅଞ୍ଚଳରେ ବୁଧବାର ସକାଳେ ଭାଲୁ ଆକ୍ରମଣରେ ଜଣେ ଯୁବକ…

ଲଗାଣ ବର୍ଷାରେ ଉପୁଡ଼ି ପଡ଼ିଲା ବିରାଟକାୟ ଗଛ: ଯାତାୟାତ ବାଧାପ୍ରାପ୍ତ

ମୋହନା, ୨୩।୯ (ମନ୍ମଥ ମିଶ୍ର): କିଛିଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ମୋହନା ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ଏହି ବର୍ଷା ଯୋଗୁଁ ମୋହନା ଅନ୍ତର୍ଗତ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?