ଇଡେନ୍ ରେ ଫିଲ୍ମ ପ୍ରମୋଶନ କରିବେ ରାଣୀ

ଭାରତ ଏବଂ ବାଲାଂଦେଶ ମଧ୍ୟରେ  ଐତିହାସିକ ଦିବାରାତ୍ର ଟେଷ୍ଟ ମ୍ୟାଚ୍ କୋଲକାତାର ଇଡେନ୍ ଗାର୍ଡେନ ଷ୍ଚାଡିୟମରେ ଖେଳାଯାଉଛି ।ଏହି ମ୍ୟାଚକୁ ଦେଖିବାପାଇଁ ଷ୍ଟାଡିୟମରେ ଅନେକ ସେଲିବ୍ରିଟି ଉପସ୍ଥିତ ଅଛନ୍ତି ।

ଅଭିନେତ୍ରୀ ରାଣୀ ମୁଖାର୍ଜୀ ନିଜ ଆଗାମୀ ଫିଲ୍ମ “ମର୍ଦ୍ଦାନୀ-2” ର ପ୍ରମୋଶନ ପାଇଁ ଷ୍ଟାଡିୟମରେ  ପହଞ୍ଚିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…

ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?