ଇଡ୍‌କୋ ଉଦ୍ୟୋଗ ସଂଶୋଧନ ଯୋଜନାର ସମୀକ୍ଷା କଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ):ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୋମବାର ପୂର୍ବାହ୍ନରେ ଇଡ୍‌କୋଠାରେ ଉଦ୍ୟୋଗ ସଂଶୋଧନ ଯୋଜନା(ଏଣ୍ଟରପ୍ରାଇଜ୍‌ ରିସୋର୍ସ ପ୍ଲାନିଂ)ର ସମୀକ୍ଷା କରିଛନ୍ତି । ରାଜ୍ୟରେ ଶିଳ୍ପ ଉନ୍ନୟନ ସଂସ୍ଥା(ଇଡ୍‌କୋ) ଦ୍ବାରା ଆରମ୍ଭ କରାଯାଇଥିବା ଆଇଟି ଗୋ-ଆଇ ପାସ୍‌ ସମ୍ପର୍କରେ ଉଦ୍ୟୋଗୀମାନଙ୍କ ଆବେଦନର ଆବଣ୍ଟନ ବିଷୟରେ ଅବଗତ ହେବା ନିମିତ୍ତ ଆରମ୍ଭ ହୋଇଥିବା ପ୍ରକ୍ରିୟା ସମ୍ପର୍କରେ ସମୀକ୍ଷା କରିଛନ୍ତି । ଇଡ୍‌କୋର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଂଜୟ କୁମାର ସିଂ ଏହି ପ୍ରକ୍ରିୟା ସମ୍ପର୍କରେ ସବିଶେଷ ତଥ୍ୟ ମନ୍ତ୍ରୀ ମିଶ୍ରଙ୍କୁ ଅବଗତ କରାଇଛନ୍ତି । ଏହା ବ୍ୟତୀତ ଓଡ଼ିଶାରେ ଶିଳ୍ପ ବିକାଶ କ୍ଷେତ୍ରରେ ତ୍ବରାନ୍ବିତ କରାଯାଉଥିବା ଭିତ୍ତି ସଂରଚନା କାର୍ଯ୍ୟ ପ୍ରଣାଳୀ ବେଳେ ସରକାରଙ୍କ ଦ୍ବାରା କରାଯାଇଥିବା ୫-‘ଟି’ର ଆଭିମୁଖ୍ୟ ପ୍ରତି ପାଳନ ସମ୍ପର୍କରେ ସମୀକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri