Posted inଜାତୀୟ

ଇଣ୍ଟରନ୍ୟାଶନାଲ ନର୍ସେସ ଡେ’: ରକ୍ତ ଦାନ କଲେ ଏମ୍ସର କରୋନା ଯୋଦ୍ଧା

ନୂଆଦିଲ୍ଲୀ,୧୨।୫: ମେ’ ୧୨ ଇଣ୍ଟରନ୍ୟାଶନାଲ ନର୍ସେସ ଡେ’ ଅବସରରେ ନୂଆଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ରେ କାର୍ଯ୍ୟରତ ନର୍ସମାନେ ଏକ ରକ୍ତଦାନ ଶିବିରର ଆୟୋଜନ କରିଥିଲେ। ବର୍ତ୍ତମାନ କରୋନା ସଂକ୍ରମଣକୁ ନେଇ ଦେଶ ଏକ ଘଡିସନ୍ଧି ମୁହୂର୍ତ୍ତରେ ଗତି କରୁଥିବା ବେଳେ ମାନବଜାତି ପ୍ରତି ଥିବା ଏମାନଙ୍କର ସେବା ମନୋଭାବ ଦେଖିବାକୁ ମିଳିଛି। ଏବେ କରୋନା ସଂକ୍ରମଣ ସମୟରେ ଆଗଧାଡିର ଯୋଦ୍ଧା ସାଜିଥିବା ଏହି ନର୍ସମାନେ ଏମ୍ସର ସିଏନ୍‌ସି ବ୍ଲଡ ବ୍ୟାଙ୍କଠାରେ ଆୟୋଜିତ କ୍ୟାମ୍ପରେ ସ୍ବଇଚ୍ଛାରେ ରକ୍ତଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri