ଇଣ୍ଟରଭ୍ୟୁ ବେଳେ ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୨୫।୩ : ଓଡ଼ିଶା ପୋଲିସ କନଷ୍ଟେବଳ ପଦର ଦୌଡ଼ ସମୟରେ ଯୁବକଙ୍କ ମୃତ୍ୟୁ ଘଟିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଛତ୍ରପୁର ରିଜର୍ଭ ପୋଲିସ ପଡ଼ିଆରେ । ଗଞ୍ଜାମ ଖଲ୍ଲିକୋଟ ଶ୍ୟାମସୁନ୍ଦରପୁରର ଶ୍ୟାମସୁନ୍ଦର ଦାସ ଚାଲିଥିବା ଇଣ୍ଟରଭ୍ୟୁରେ ୧୬୦୦ ମିଟର ଦୌଡିବା ସମୟରେ ହଠାତ ତାଙ୍କର ମୃତ୍ୟୁ ହୋଇଛି ।
ଶ୍ୟାମଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଛତ୍ରପୁର ମେଡ଼ିକାଲ ଏବଂ ପରେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୩୧ ସୁଦ୍ଧା ଟଙ୍କା ଫେରିପାଇବେ ୫ ଲକ୍ଷ କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତ ଥିବା ସମସ୍ତ କ୍ଷୁଦ୍ର ଆବେଦନକାରୀଙ୍କୁ ଟଙ୍କା ଫେରସ୍ତ ପାଇବା ଲାଗି ଆବେଦନ କରିବାକୁ ଅର୍ଥ ବିଭାଗ ବିଜ୍ଞପ୍ତି ଜାରି...

କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ମିଳୁନି ଚାନ୍ଦା, ଆୟ ସମ୍ପର୍କିତ ସତ୍ୟପାଠରୁ ସାମ୍ନାକୁ ଆସିଲା ବଡ଼ ତଥ୍ୟ

ଭୁବନେଶ୍ୱର, ୨୩।୧୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ବାଚନରେ ପରାଜୟ ପରେ ବିଜେଡିକୁ ଆଉ ଚାନ୍ଦା(ଡୋନେଶନ) ମିଳୁନାହିଁ। କ୍ଷମତାରୁ ଯିବା ପରେ ବିଜେଡିକୁ ଆଉ ଚାନ୍ଦା ଦେବାକୁ କେହି...

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ବଡ଼ଦିନରୁ ବଢ଼ିବ ଶୀତ: କୁହୁଡ଼ି ପାଇଁ ଏହି ୧୨ ଜିଲାକୁ ସତର୍କତା

ଭୁବନେଶ୍ୱର,୨୩ା୧୨(ବନ୍ଦନା ସେଠୀ): ବଡଦିନରୁ ଆହୁରି ବଢିବ ଶୀତ। ରାଜ୍ୟରେ ଏବେ ଶୀତର ଲହରି ଜାରି ରହିଥିବାବେଳେ ଆସନ୍ତା ୨୫ରୁ ଶୀତ ପ୍ରକୋପ ଅସମ୍ଭାଳ ହେବ। ପଶ୍ଚିମା...

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର...

Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…

ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ  ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ...

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri