ଇଣ୍ଟରଭ୍ୟୁ ବେଳେ ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୨୫।୩ : ଓଡ଼ିଶା ପୋଲିସ କନଷ୍ଟେବଳ ପଦର ଦୌଡ଼ ସମୟରେ ଯୁବକଙ୍କ ମୃତ୍ୟୁ ଘଟିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଛତ୍ରପୁର ରିଜର୍ଭ ପୋଲିସ ପଡ଼ିଆରେ । ଗଞ୍ଜାମ ଖଲ୍ଲିକୋଟ ଶ୍ୟାମସୁନ୍ଦରପୁରର ଶ୍ୟାମସୁନ୍ଦର ଦାସ ଚାଲିଥିବା ଇଣ୍ଟରଭ୍ୟୁରେ ୧୬୦୦ ମିଟର ଦୌଡିବା ସମୟରେ ହଠାତ ତାଙ୍କର ମୃତ୍ୟୁ ହୋଇଛି ।
ଶ୍ୟାମଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଛତ୍ରପୁର ମେଡ଼ିକାଲ ଏବଂ ପରେ ବ୍ରହ୍ମପୁର ଏମକେସିଜି ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri