ଭୁବନେଶ୍ୱର,୧୨।୮ : ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ଡିଜିଟାଲ ଇଣ୍ଡିଆ ସେଲ୍ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି କମ୍ପାନୀର ଲୋକପ୍ରିୟ ଅଭିଯାନ ‘ଇଣ୍ଡିଆସ ବିଗେଷ୍ଟ ଇଲେକ୍ଟ୍ରୋନିକ୍ସ ସେଲ୍’ ଜରିଆରେ ଉପଭୋକ୍ତମାନଙ୍କୁ ଟେକ୍ନୋଲୋଜି ସହ ସଶକ୍ତ କରିବା ପାଇଁ ରିଲାଏନ୍ସ ଡିଜିଟାଲ ସବୁ ପ୍ରକାର ସୁବିଧା ଯୋଗାଇ ଦେଉଛି। ଏହି ସୁବିଧା ଓ ସେଲ୍ ୨୦୨୩ ଅଗଷ୍ଟ ୧୫ ପର୍ଯ୍ୟନ୍ତ ସମସ୍ତ ଡିଜିଟାଲ ଷ୍ଟୋରରେ ଉପଲବ୍ଧ। ଏପରିକି ଏହି ଅଭିଯାନରେ ଉପଭୋକ୍ତା ବିଭିନ୍ନ ପ୍ରକାର ଅତ୍ୟାଧୁନିକ ଇଲେକ୍ଟ୍ରୋନିକ୍ସ ସାମଗ୍ରୀଗୁଡ଼ିକ ଉପରେ ଆକର୍ଷଣୀୟ ସୁବିଧା ଓ ସୁନିଶ୍ଚିତ ରିହାତି ପାଇପାରିବେ। ସେହିଭଳି ଡିଜିଟାଲ ଇଣ୍ଡିଆ ସେଲ୍ ଜରିଆରେ ଗ୍ରାହକମାନଙ୍କୁ ଆକର୍ଷଣୀୟ ଅଫର ସହ ଏସ୍ବିଆଇ କ୍ରେଡିଟ୍ କାର୍ଡର କାରବାର ଉପରେ ୫୦୦୦ ଟଙ୍କା ପର୍ଯ୍ୟନ୍ତ ତତକ୍ଷଣାତ୍ ୧୦%ର ଏକ ରିହାତି ପ୍ରଦାନ କରାଯାଉଛି। କେବଳ ସେତିକି ନୁହେଁ, ଗ୍ରାହକମାନେ ସମସ୍ତ ଡେବିଟ୍ ଓ କ୍ରେଡିଟ୍ କାର୍ଡର କ୍ରୟ ଉପରେ ୩୦୦୦ ଟଙ୍କାର ଅତିରିକ୍ତ ୫% ତତ୍କାଳ ରିହାତିର ଲାଭ ମଧ୍ୟ ଉଠାଇପାରିବେ ଏବଂ ପରବର୍ତ୍ତୀ କ୍ରୟରେ ୧୦%ର ସୁନିଶ୍ଚିତ ରିହାତି ମଧ୍ୟ ପାଇବା ପାଇଁ ରିଡିମ୍ ହୋଇପାରୁଥିବା ଏକ ଭାଉଚର୍ ପାଇବେ, ଯାହା ସଞ୍ଚୟର ଏକ ଡବଲ ବୋନାଞ୍ଜା ହେବ ଏବଂ ଯେଉଁମାନେ ୟୁପିଆଇ ଟ୍ରାଞ୍ଜାକ୍ସନ୍ କରିବାକୁ ଚାହିଁବେ, ସେମାନେ ୧୦%ର ଏକ ତୁରନ୍ତ ରିହାତି ପାଇପାରିବେ। ଏହିସବୁ ନଗଦ ରିହାତି ବ୍ୟତୀତ ରିଲାଏନ୍ସ ଡିଜିଟାଲରେ ସମସ୍ତ ବର୍ଗ ଉପରେ ନିଶ୍ଚିତ ରୂପେ କିଛି ନା କିଛି ଚମତ୍କାର ଅଫର ମଧ୍ୟ ରହିଛି।
ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍
ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…
କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍ ଭାଙ୍ଗିବାର…
କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍କୁ ନେଇ ଏକ ଖବରଦାତା ସମ୍ମିଳନୀ…
ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ
ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…
ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ
ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…
ବରଗଡ଼ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ: ସାମିଲ ହେଲେ ବିଧାୟକ-ଜିଲାପାଳ
ବରଗଡ଼,୨୧।୬(ପ୍ରେମାନନ୍ଦ ଖମାରୀ): ଅନ୍ତର୍ଜାତୀୟ ଯୋଗ ଦିବସ ରବିବାର ବରଗଡ଼ ଜିଲାର ସମସ୍ତ ବ୍ଲକ ଓ ଗ୍ରାମପଞ୍ଚାୟତ ମୁଖ୍ୟାଳୟ ତଥା ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ଉତ୍ସାହ…
ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ
ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…
ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ
ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…
ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା
ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…
Archives

