ଇଣ୍ଡୋନେସିଆରେ ୭.୩ ତୀବ୍ରତାର ଭୂକମ୍ପ

ଜାକର୍ତ୍ତା,୧୪।୭: ପୂର୍ବ ଇଣ୍ଡୋନେସିଆର ମାଲୁକୁ ଦ୍ୱୀପରେ ରବିବାର ୭.୩ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ପ୍ରାୟ ୯ଟା ୧୦ରେ ଏହା ଅନୁଭୂତ ହୋଇଥିବା ବେଳେ ଏହାର କେନ୍ଦ୍ରସ୍ଥଳ ଉପକୂଳ ସହର ଲାଓ୍ବିଠାରୁ ୧୨୦ କିଲୋମିଟର ଦୂରରେ ରହିଥିଲା। ଏଥିରେ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳି ନ ଥିବା ବେଳେ ସୁନାମି ସତର୍କତା ମଧ୍ୟ ଜାରି କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri