Posted inଜାତୀୟ

ଇଦ୍‌-ଉଲ୍‌-ଜୁହା ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଇଦ୍‌-ଉଲ୍‌-ଜୁହା ବା ବକ୍ରି ଇଦ୍‌ ପାଇଁ ଦେଶବାସୀ ବିଶେଷ କରି ମୁସଲମାନ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋମବାର ସାରା ବିଶ୍ୱରେ ଇଦ୍‌-ଉଲ୍‌-ଜୁହା ପାଳନ କରାଯାଉଛି। ଇଦ୍‌-ଉଲ୍‌-ଜୁହା ସ୍ନେହ, ପ୍ରେମ, ଭ୍ରାତୃତ୍ୱ ଓ ମାନବିକତାର ନିଦର୍ଶନ ହୋଇଥିବା ବେଳେ ଏହି ଉପଲକ୍ଷେ ରାଷ୍ଟ୍ରପତି ଟୁଇଟ୍‌ କରି ସଭିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଟୁଇଟ୍‌ରେ ଲେଖିଛନ୍ତି ଇଦ୍‌-ଉଲ୍‌-ଜୁହା ଆମ ସମାଜରେ ଶାନ୍ତି ଓ ଖୁସିର ବାତାବରଣ ସୃଷ୍ଟି କରୁ। ନାଇଡୁ କହିଛନ୍ତି ଏହିପର୍ବ ଏକତାର ମନ୍ତ୍ର ଦେଉ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri