ଇଦ୍‌ରେ ଶୈଫ ବନିଲେ ରୋଷେୟା

ମୁମ୍ବାଇ: ଦେଶରେ କରୋନା ଭାଇରସ ଯୋଗୁ ଲକ୍‌ଡାଉନ ଚାଲିଥିବାରୁ ଏଥର ଇଦ୍‌ ପର୍ବ ସମାନ୍ୟ ଫିକା ପଡିଯାଇଛି। ବିଶେଷ ଭାବେ ମାୟାନଗରୀରେ ସେଲିବ୍ରିଟିମାନେ ନିଜ ନିଜ ଘରେ ଇଦ୍‌ ପାଳନ କରିଛନ୍ତି। ଆଉ ଏଥର ଇଦ୍‌ରେ ବଲିଉଡ୍‌ ନାୟକ ଶୈଫ ଅଲି ଖାଁ ନିଜ ଘରେ ସମସ୍ତଙ୍କ ପାଇଁ ମଟନ ବିରିୟାନି ତିଆରି କରିଥିବା ଜଣାପଡିଛି। ତେବେ କରିସ୍ମା କପୁର ଯେତେବେଳେ ଲଞ୍ଚରେ ବିରିୟାନି ପ୍ଲେଟର ଫଟୋ ଶେୟାର କରି କହିଥିଲେ ଯେ ଶୈଫଙ୍କ ହାତ ତିଆରି ବିରିୟାନି ଖୁବ୍‌ ସୁନ୍ଦର ହୋଇଛି। ଫଟୋ ସହ କରିସ୍ମା ଲେଖିଥିଲେ ଶୈଫ ଆଜି ପର୍ଯ୍ୟନ୍ତ ଯେତେଥର ମଟନ ବିରିୟାନି ପ୍ରସ୍ତୁତ କରିଛନ୍ତି ଏହା ସବୁଠାରୁ ଅଧିକ ଟେଷ୍ଟି ହୋଇଛି। ତେବେ ଏଥର ଘରେ ଇଦ୍‌ ପାଳନ କରାଯାଉଥିବାରୁ ଶୈଫ ଅଲି ଖାଁ ଏଥର ସମସ୍ତଙ୍କ ପାଇଁ ଘରେ ନିଜ ହାତରେ ଖାଦ୍ୟ ପ୍ରସ୍ତୁତ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ, ରାସ୍ତା ଅବରୋଧ କଲେ ଚାଷୀ

ଭବାନୀପାଟଣା,୧୫ା୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ରବି ଧାନକିଣା ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଜିଲାର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି। ଜୁନାଗଡ଼…

ଥାନା ଭିତରେ ଝିଅଙ୍କୁ ଛୁରିଭୁସି ହତ୍ୟାକଲେ ବାପା: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଲକ୍ଷ୍ନୌ,୧୫ା୬:ଉତ୍ତରପ୍ରଦେଶର ବାନ୍ଦା ଜିଲା ଅନ୍ତର୍ଗତ ବଦୌସା ଥାନା ଭିତରେ ଶୁକ୍ରବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ବାପା ଛୁରିଭୁସି ହତ୍ୟା କରିଛନ୍ତି। ବାନ୍ଦା ଏସ୍‌ପି ପଳାଶ…

ଏଇ ଭାରତରେ

ସବୁଜ ଶକ୍ତି ଜୀବନର ଆଧାର ବୋଲି ଉପଲବ୍ଧି କରିଛନ୍ତି ବ୍ୟାଙ୍କର ରାଜଶ୍ରୀ ନାମ୍ବିୟାର। ସେ ଇକୋଫାଇ ଷ୍ଟାର୍ଟଅପ୍‌ର ସହପ୍ରତିଷ୍ଠାତା ଭାବେ ଦୁଇ କିମ୍ବା ତିନି ଚକିଆ ବିଦ୍ୟୁତ୍‌ଚାଳିତ…

ତଥ୍ୟର କୋଳାହଳରେ କାହାଣୀ

ଜିର ସମୟକୁ ଯଦି ‘ଡାଟା’ ବା ‘ତଥ୍ୟ’ର ଯୁଗ ବୋଲି କୁହାଯାଏ, ତାହା ଭୁଲ ହେବ ନାହିଁ। ପ୍ରତି ମୁହୂର୍ତ୍ତରେ ଯେତେ ତଥ୍ୟ ସୃଷ୍ଟି ହେଉଛି, ସବୁକୁ…

ଉତ୍ତରଦାୟିତ୍ୱକୁ ଉପେକ୍ଷା

ସବୁଠି ଆଲୋଚନା ହେଉଛି ମଣିଷ ନିକଟରେ ନୈତିକ ମୂଲ୍ୟବୋଧ ଆଉ ଦେଖିବାକୁ ମିଳୁନାହିଁ। କିନ୍ତୁ ବିଚିତ୍ର କଥା ହେଉଛି ନୈତିକତା ସପକ୍ଷରେ ସଭିଏଁ କହୁଛନ୍ତିି, କେହି ଜଣେ…

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri