ପିପିଲି,୨୪ା୩(ସ୍ବ.ପ୍ର)- କରୋନା ସଂକ୍ରମଣ ରୋକିବା ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ଜିଲାର ସମସ୍ତ ହାଟ, ମେଳଣ, ବାହାଘର, ସଭାକୁ ରୋକ ଲାଗିଥିବା ବେଳେ ପିପିଲି ହାଟକୁ ପ୍ରଶାସନ ବନ୍ଦ କରିଛନ୍ତିି। ହାଟର ବ୍ୟବସାୟୀ ଓ ଖାଉଟିଙ୍କ ସୁବିଧା ପାଇଁ ପିପିଲି ହାଟକୁ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସ୍ଥାନୀୟ ଇନ୍ଦିରା ମଇଦାନ(ପଦା ପଡିଆ)କୁ ଅସ୍ଥାୟୀ ଭାବେ ସ୍ଥାନାନ୍ତର କରିଦିଆଯାଇଛି। ଏ ନେଇ ସୋମବାର ପିପିଲି ଥାନା ଅଧିକାରୀଙ୍କ ପ୍ରକୋଷ୍ଠରେ ପିପିଲି ହାଟର ବ୍ୟବସାୟୀ ପ୍ରତିନିଧି ଓ ପିପିଲି ପ୍ରଶାସନିକ ଅଧିକାରୀଙ୍କ ମିଳିତରେ ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା। ଏଥିରେ ପିପିଲି ତହସିଲଦାର ସପନ କୁମାର ନନ୍ଦ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ନୀଳକଣ୍ଠ ବେହେରା, ପିପିଲି ଥାନା ଆଇଆଇସି ଗୈାରାଙ୍ଗ ଚରଣ ପୃଷ୍ଟି, ସମିତି ସଭ୍ୟ ଧରଣୀ ଧର ସାହୁ, ସେକ୍ ବାବୁ ଏବଂ ହାଟ ବ୍ୟବସାୟୀ ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। ଆଲୋଚନାରେ ସାମାଜିକ ଦୂରତ୍ୱ ରଖିବା ସହ ବ୍ଲିଚିଙ୍ଗ ଓ ସାନିଟାଇଜର ବ୍ୟବସ୍ଥା ରହିବ। ଏକ ୫ଜଣିଆ ଟିମ ଏହି ଅସ୍ଥାୟୀ ହାଟର ତଦାରଖ କରିବେ ବୋଲି ନିଷ୍ପତ୍ତି ହୋଇଛି।
Posted inଆମ ଜିଲା ଖବର, ପୁରୀ View All
ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା…
ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...
ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍ ଜରିଆରେ ଜାଣିହେବ ଗତିବିଧି
ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...
Archives


