ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ

ଦୁନିଆରେ ଏମିତି ବି ଏକ ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ ଅଛି, ଯେଉଁଠି ଧୂଳିମାଟିର ପ୍ରଶ୍ନ ନାହଁି, ତେବେ ଏହା ଅବିଶ୍ୱସନୀୟ ଲାଗିପାରେ। କିନ୍ତୁ ଏମିତି ବି ଏକ ଗାଁ ଅଛି ଯେଉଁ ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ ସ୍ବଚ୍ଛ, ନିର୍ମଳ ପରିବେଶ ଏବଂ ସୌନ୍ଦର୍ଯ୍ୟ ପାଇଁ ଆଜି ବିଶ୍ୱର ବିଭିନ୍ନ ସ୍ଥାନରେ ନିଆରା ପରିଚୟ ହାସଲ କରିଛି। ସବୁଠୁ ବଡ଼ କଥା ଏହି ଅଦ୍ଭୁତ ଆକର୍ଷଣ ପାଇଁ ଆଜି ଗାଁ ପାଲଟିଛି ପର୍ଯ୍ୟଟକଙ୍କ ପାଇଁ ପର୍ଯ୍ୟଟନସ୍ଥଳୀ। ଏ ଗାଁ ଆଜି ସହରକୁ ବି ମାତ୍‌ ଦେବାରେ ସକ୍ଷମ ହୋଇପାରିଛି। ଜାଣିବାକୁ ଆଗ୍ରହୀ ହେବେଣି ଏ ଗାଁ ବିଷୟରେ। କହିରଖୁଛୁ, ଏ ଗାଁ ରହିଛି ଇଣ୍ଡୋନେସିଆରେ। ନଁା ତାହାର କାମ୍ପୁଙ୍ଗ ପେଲଙ୍ଗୀ। ପ୍ରଥମେ ଏହା ଏକ ବସ୍ତି ସଦୃଶ ଥିଲା। କିନ୍ତୁ ଆଜି ଏହା ‘ଇନ୍ଦ୍ରଧନୁର ଗାଁ’ ପାଲଟିଛି। ସାତରଙ୍ଗକୁ ନିଜ ଭିତରେ ସାଇତି ରଖି ଇଣ୍ଡୋନେସିଆର ଏହି ଗାଁ ଆଜି ବିଶ୍ୱସ୍ତରରେ ଇନ୍ଦ୍ରଧନୁର ଗାଁ ନାମରେ ପରିଚିତ। ଗାଁରେ ରହିଛି ୩୯୦ଟି ଘର। ପ୍ରତିଟି ଘରକୁ ବିଭିନ୍ନ ରଙ୍ଗରେ ରଙ୍ଗିନ୍‌ କରାଯାଇଛି। ଗାଁକୁ ଏଭଳି ରୂପ ଦେବାକୁ ପ୍ରାୟ ୧୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଏହି କାମକୁ ସରକାର ଏବଂ କିଛି କମ୍ପାନୀଙ୍କ ସହଯୋଗରେ ପୂର୍ଣ୍ଣ କରାଯାଇଛି। ପ୍ରଥମେ ଏହାକୁ ଇଣ୍ଡୋନେସିଆର ବସ୍ତି ବୋଲି କୁୂହାଯାଉଥିଲା। ଲୋକମାନେ ଏଠାରେ ଭଙ୍ଗାଦଦରା ଘରେ ରହୁଥିଲେ। ଚାରିପାଖ ପରିବେଶ ଅ୍ଯଯନ୍ତ ଅପରିଷ୍କାର ଥିଲା। କିନ୍ତୁ ୫୪ ବର୍ଷୀୟ ସ୍କୁଲ୍‌ ପ୍ରଧାନଶିକ୍ଷକ ସ୍ଲାମେଟ୍‌ ୱିଡୋଡୋ ଗାଁର ରୂପରଙ୍ଗକୁ ସମ୍ପୂର୍ଣ୍ଣ ଭାବେ ପରିର୍ବନ କରିଦେଲେ। ତାଙ୍କ ପ୍ରୟାସ ଏବଂ ଦୃଢ଼ ମନୋବଳ ଯୋଗୁ ଆଜି ଏ ଗାଁ ସମସ୍ତଙ୍କର ପ୍ରିୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri