ବାରିପଦା ଅଫିସ,୪ା୧୧- ଇଷ୍ଟର୍ଣ୍ଣ ରେଞ୍ଜ ପୋଲିସ ଆଇଜି ଦିପ୍ତେଶ ପଟ୍ଟନାୟକ ମଙ୍ଗଳବାର ଇନ୍ସପେକ୍ଟରସ୍ତରରେ ଏକ ବଡ଼ ଧରଣର ଅଦଳ ବଦଳ କରିଛନ୍ତି। ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲାର ୧୩ ଜଣ ଇନ୍ସପେକ୍ଟରଙ୍କୁ ଏଥିରେ ଅଦଳ ବଦଳ କରାଯାଇଛି। ରେଞ୍ଜ ପୋଲିସ ଏଷ୍ଟାବ୍ଲିସମେଣ୍ଟ ବୋର୍ଡର ବୈଠକରେ ହୋଇଥିବା ନିଷ୍ପତ୍ତି ପରେ ଚିଠି ନଂ.୧୨୭(୩ା୧୨ା୨୦୧୯)ରେ ଏହି ବଦଳି ନିର୍ଦ୍ଦେଶ ପ୍ରଦାନ କରାଯାଇଛି।
ସୂଚନା ଅନୁଯାୟୀ, ଇନ୍ସପେକ୍ଟର ପର୍ଶୁରାମ ସାହୁଙ୍କୁ ମୟୂରଭଞ୍ଜରୁ ବାଲେଶ୍ୱର, ବିଶ୍ୱରଞ୍ଜନ ରାଉତରାୟଙ୍କୁ ମୟୂରଭଞ୍ଜରୁ ବାଲେଶ୍ୱର, ଚନ୍ଦନ ଘଡେଇଙ୍କୁ ମୟୂରଭଞ୍ଜରୁ ଭଦ୍ରକ ଓ ନବ କିଶୋର ନାୟକଙ୍କୁ ମୟୂରଭଞ୍ଜରୁ ଭଦ୍ରକ ଜିଲାକୁ ବଦଳି କରାଯାଇଛି। ସେହିପରି ଇନ୍ସପେକ୍ଟର ଦୟାନିଧୀ ଦାଶଙ୍କୁ ଭଦ୍ରକରୁ ମୟୂରଭଞ୍ଜ, ଜୀବନ ମୋହନ ନାୟକଙ୍କୁ ଭଦ୍ରକରୁ ମୟୂରଭଞ୍ଜ, ବନ୍ଦନା ଦେବୀଙ୍କୁ ଭଦ୍ରକରୁ ମୟୂରଭଞ୍ଜ ଓ ଜୟନ୍ତ ବେହରାଙ୍କୁ ବାଲେଶ୍ୱରରୁ ମୟୂରଭଞ୍ଜ ଜିଲାକୁ ବଦଳି କରାଯାଇଛି। ଇନ୍ସପେକ୍ଟର ମମତାସାହୁଙ୍କୁ ବାଲେଶ୍ୱର ଜିଲାରୁ ଭଦ୍ରକ, ପ୍ରଦୀପ କୁମାର ମାଝୀଙ୍କୁ ବାଲେଶ୍ୱର ଜିଲାରୁ ଭଦ୍ରକ, ତୁଳସୀ ମାଝୀଙ୍କୁ ବାଲେଶ୍ୱର ଜିଲାରୁ ଭଦ୍ରକ , କମଳ ଲୋଚନ ଭୂୟାଁଙ୍କୁ ଭଦ୍ରକ ଜିଲାରୁ ବାଲେଶ୍ୱର,ସରୋଜିନୀ ସିଂଙ୍କୁ ଭଦ୍ରକ ଜିଲାରୁ ବାଲେଶ୍ୱର ବଦଳି କରାଯାଇଛି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…
ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…
ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …
ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…
ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…
ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…
ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…
ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…
ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ
କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…
ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…
ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…
ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ
ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…
ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ
ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…
Archives

