‘ଇନ୍‌ଟାଞ୍ଜିବଲ କଲ୍‌ଚରାଲ ହେରିଟେଜ୍‌’ ତାଲିକାରେ ଓଡ଼ିଶାର ୩ ପରମ୍ପରା

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ‘ଇନ୍‌ଟାଞ୍ଜିବଲ କଲ୍‌ଚରାଲ ହେରିଟେଜ୍‌’ ତାଲିକାରେ ଭାରତ ସରକାର ଓଡ଼ିଶାର ୩ ସାଂସ୍କୃତିକ ପରମ୍ପରାକୁ ସାମିଲ କରିଛନ୍ତି। ସେଗୁଡିକ ହେଲୋ ମାଣବସା ଗୁରୁବାର, ଛଉନୃତ୍ୟ ଏବଂ ରାବଣଛାୟାକୁ ଏହି ତାଲିକାରେ ସ୍ଥାନିତ କରାଯାଇଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରିଛନ୍ତି। ଏହି ଐତିହାସିକ ନିର୍ଣ୍ଣୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସାଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଧନ୍ୟବାଦ ଜଣାଇଛନ୍ତି। ଧର୍ମେନ୍ଦ୍ର ଭାରତ ସରକାରଙ୍କ ଏହି ନିର୍ଣ୍ଣୟ ଓଡ଼ିଶାର ଅନନ୍ୟ, ଐତିହ୍ୟ ଓ ସାଂସ୍କୃତିକ ଚିହ୍ନକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବ ବୋଲି ଟୁଇଟ୍‌ରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ବାପା-ମାଆଙ୍କ ଅନୁମତି ବିନା ଆପଣ ବିବାହ କରିପାରିବେନି, ବିଧାନସଭାରେ ବଡ଼କଥା କହିଦେଲେ ସରକାର

ନୂଆଦିଲ୍ଲୀ,୨୦।୨: ଗୁଜୁରାଟ ବିଧାନସଭାରେ ବିବାହ ପଞ୍ଜିକରଣକୁ ନେଇ ଏକ ଐତିହାସିକ ପ୍ରସ୍ତାବ ଦିଆଯାଇଛି । ବାପା ମାଆଙ୍କ ଅନୁମତି ବିନା କେହି ବି ବିବାହ କରିପାରିବେ ନାହିଁ, ଅର୍ଥାତ୍ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri