Posted inଜାତୀୟ

ଇବୋବି ସିଂଙ୍କୁ ସିବିଆଇ ନୋଟିସ

ନୂଆଦିଲ୍ଲୀ,୨୪ା୬: ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଓକ୍ରାମ୍‌ ଇବୋବି ସିଂଙ୍କୁ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ନୋଟିସ କରିଛି। ୩୩୨ କୋଟି ଟଙ୍କାର ଏକ ଦୁର୍ନୀତି ମାମଲାରେ ସିବିଆଇ ବୁଧବାର ତାଙ୍କୁ ଜେରା କରିବ। ଏଥିପାଇଁ ଏକ ଟିମ୍‌ ରାଜଧାନୀ ଇମ୍ଫାଲରେ ପହଞ୍ଚତ୍ଛନ୍ତି। ଇବୋବି ସିଂ ମଣିପୁର ଡେଭେଲପ୍‌ମେଣ୍ଟ ସୋସାଇଟି (ଏମ୍‌ଡିଏସ୍‌) ଅଧ୍ୟକ୍ଷ ଥିବାବେଳେ ୨୦୦୯ରୁ ୨୦୧୭ ମଧ୍ୟରେ ୩୩୨ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ ହୋଇଥିଲା। ଗତବର୍ଷ ନଭେମ୍ବର ୨୦ରେ ଭାଜପା ନେତୃତ୍ୱାଧୀନ ମଣିପୁରର ଏନ୍‌. ବୀରେନ ସିଂ ସରକାରଙ୍କ ଅନୁରୋଧ ତଥା କେନ୍ଦ୍ରର ଅନୁମତି କ୍ରମେ ସିବିଆଇ ଏହାର ତଦନ୍ତ ଦାୟିତ୍ୱ ହାତକୁ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?