Posted inଜାତୀୟ

ଇମ୍ଫାଲରେ ଆଇଇଡି ବିସ୍ଫୋରଣ

ଇମ୍ଫାଲ,୨୩।୧: ମଣିପୁରର ରାଜଧାନୀ ଇମ୍ଫାଲର ନାଗମପାଲ ରିମ୍ସ ରୋଡରେ ଗୁରୁବାର ସକାଳେ ଏକ ଆଇଇଡି ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ। ଖବରପାଇ ସୁରକ୍ଷା କର୍ମୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ରାସ୍ତାପାର୍ଶର ଏକ ଦୋକାନ ନିକଟରେ ବିସ୍ଫୋରଣ ଘଟିଥିଲା। ବୋମା ବିସ୍ଫୋରଣର ଶବ୍ଦ ଏତେ ମାତ୍ରାରେ ଥିଲା ଯେ ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଥିଲେ। ସୁରକ୍ଷାକର୍ମା ଘଟଣାସ୍ଥଳରେ ପହଞ୍ଚିବା ପରେ ଏହା ଆଇଇଡି ବିସ୍ଫୋରଣ ବୋଲି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭୫୫ଟି ନୂଆ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦବୀ ପାଇଁ କେତେ…

ଭୁବନେଶ୍ୱର, ୧୦।୬: ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଦିଗରେ ଓଡ଼ିଶା ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

‘ସାର୍ବଜନୀନ ସେବା ହେଉଛି ସୁଶାସନର ମାପକାଠି’- ଦୀର୍ଘତମ କାର୍ଯ୍ୟକାଳ ପାଇଁ ରେକର୍ଡ ସ୍ଥାପନ କରିବା ପରେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୧୦।୬: ବୁଧବାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡକୁ…

ଲୋ-ଭୋଲଟେଜ ଓ ଅଘୋଷିତ ବିଦ୍ୟୁତ କାଟ ବିରୋଧରେ ଦଶପଲ୍ଲାରେ ଗଣଶୋଭାଯାତ୍ରା: ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ନୟାଗଡ଼/ଦଶପଲ୍ଲା, ୧୦/୬ (ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି):ଦଶପଲ୍ଲାର ଟାକରାସ୍ଥିତ ଗ୍ରୀଡ୍‌କୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ଅଘୋଷିତ ବିଦ୍ୟୁତ କାଟ ବନ୍ଦ କରିବା, ଲୋ-ଭୋଲଟେଜ ସମସ୍ୟାର ସମାଧାନ, ଟିପିସିଓଡିଏଲର…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

ସରକାରଙ୍କ ବଡ଼ ପଦକ୍ଷେପ, ଶେଷ ହେବ ‘ଦୁଇ ସନ୍ତାନ’ ନିୟମ

ଇନ୍ଦୋର,୧୦।୬: ମଧ୍ୟପ୍ରଦେଶ ସରକାର ଚାକିରି ଆଶାୟୀ ଏବଂ ବର୍ତ୍ତମାନର ସରକାରୀ କର୍ମଚାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ମୋହନ ଯାଦବ ପ୍ରଶାସନ ୨୩ ବର୍ଷ ପୁରୁଣା ‘ଦୁଇ…

ଟିମ ଇଣ୍ଡିଆରେ ସ୍ଥାନ ପାଇବା ପରେ ପ୍ରଥମଥର ଏମିତି କାରନାମା କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୦।୬: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତ ଏ ଦଳ ସହିତ ଶ୍ରୀଲଙ୍କା ଗସ୍ତରେ ଯାଇଛନ୍ତି। ସେଠାରେ ଏକ ଦିନିକିଆ ସିରିଜ ଚାଲିଛି। ଏଥିରେ ଭାରତ ଏ, ଶ୍ରୀଲଙ୍କା…

ସରକାରଙ୍କ ବଡ଼ ଘୋଷଣା: ମେଟ୍ରୋ, ବସ୍‌ରେ ଅଫିସ ଯିବାଆସିବା କରୁଥିବା କର୍ମଚାରୀଙ୍କୁ ମିଳିବ ଅଧିକ ଦରମା

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ସରକାର ନିଜ କର୍ମଚାରୀଙ୍କ ହିତ ପାଇଁ ଏବଂ ବଢୁଥିବା ଇନ୍ଧନ (ଫ୍ୟୁଏଲ) ସଙ୍କଟର ମୁକାବିଲା କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସରକାର…

ମୀନାକ୍ଷୀ ନଟରାଜନଙ୍କ ନାମାଙ୍କନପତ୍ର ଖାରଜ, ଆଜି ହୋଇପାରେ ଆଲୋଚନା

ଭୋପାଳ,୧୦ା୬: ମଧ୍ୟପ୍ରଦେଶରୁ ରାଜ୍ୟ ସଭାରେ ଖାଲି ପଡ଼ିବାକୁ ଥିବା ୩ଟି ଆସନ ଲାଗି ନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପାର ଏକ ଅଭିଯୋଗ ଆଧାରରେ କଂଗ୍ରେସ ପ୍ରାର୍ଥୀ ମୀନାକ୍ଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri