Posted inଜାତୀୟ

ଇମ୍ଫାଲ୍‌ରେ ଆଇଇଡି ବିସ୍ଫୋରଣ: ଆତଙ୍କବାଦୀ ସଂଗଠନ ହାତ ଥିବା ସନ୍ଦେହ

ଇମ୍ଫାଲ୍‌,୫।୧୧: ମଣିପୁର ଇମ୍ଫାଲ୍‌ରେ ମଙ୍ଗଳବାର ସକାଳେ ଆଇଇଡି ବିସ୍ଫୋରଣ ହୋଇଛି। ଏଥିରେ ୪ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି। ଜଣେ ସାଧାରଣ ଲୋକ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଥଙ୍ଗଲ ବଜାରରେ ଏହି ବିସ୍ଫୋରଣ ହୋଇଛି। ପୋଲିସ୍‌ଙ୍କୁ ଟାର୍ଗେଟ୍‌ କରି ବିସ୍ଫୋରଣ କରାଯାଇଥିବା କୁହାଯାଉଛି। ଏହାର ତଦନ୍ତ ଜାରି ରହିଛି। ସମଗ୍ର ଅଞ୍ଚଳକୁ ପୋଲିସ ଘେରି ରହିଛନ୍ତି। ବିସ୍ଫୋରଣରେ ଆତଙ୍କବାଦୀ ସଂଗଠନର ହାତ ଥିବା ସନ୍ଦେହ କରାଯାଉଛି। ସୂଚନାଯୋଗ୍ୟ, ରାଜ୍ୟରେ ଉଗ୍ରବାଦୀ ସଂଗଠନ ସକ୍ରିୟ ରହିଛନ୍ତି। ତେବେ କଡ଼ା ସୁରକ୍ଷା ବ୍ୟବସ୍ଥା ଏବଂ ଲଗାତାର ସର୍ଚ୍ଚ ଅପରେଶନ ଯୋଗୁ ସେମାନଙ୍କର କାର୍ଯ୍ୟରେ ବାଧା ସୃଷ୍ଟି ହେଉଥିବାରୁ ଏହି ବିସ୍ଫୋରଣ ହୋଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଖୁବଶୀଘ୍ର ଭାରତ ଆସିବେ ଟ୍ରମ୍ପ! ଏହା ପୂର୍ବରୁ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୨: ଭାରତ ଆମେରିକା ନେତୃତ୍ୱାଧୀନ ପାକ୍ସ ସିଲିକା ପଦକ୍ଷେପରେ ସାମିଲ ହୋଇଛି। ନୂଆଦିଲ୍ଲୀରେ ପାକ୍ସ ସିଲିକା ଘୋଷଣାପତ୍ର ସ୍ବାକ୍ଷର ସମାରୋହରେ ଭାରତରେ ଥିବା ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଜେଏସଡବ୍ଲୁଓ-ପୋସ୍କୋ ଷ୍ଟିଲ ପ୍ଲାଣ୍ଟ ପାଇଁ ବଡ଼ ସର୍ତ୍ତ ରଖିଲେ ଗ୍ରାମବାସୀ: ଜମି ଏକର ପିଛା ୭୫ କୋଟି ଟଙ୍କା ସହ…

ପାଟଣା,୨୦।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ରେ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ତୃତୀୟ ଗ୍ରାମ ସଭା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ରେଙ୍ଗାଳ…

ବିମାନରୁ ହଜିଗଲା ଭାଜପା ଏମପିଙ୍କ ଲଗେଜ, ଏମପି କହିଲେ, ‘ଲଜ୍ଜାଜନକ, ମୋର ମୂଲ୍ୟବାନ…’

ନୂଆଦିଲ୍ଲୀ,୨୦।୨: ଦେଶର ସର୍ବବୃହତ ଘରୋଇ ବିମାନ କମ୍ପାନୀ ଇଣ୍ଡିଗୋ ପୁଣି ଥରେ ଏହାର ଖରାପ ସେବା ଏବଂ ଭୁଲ ପରିଚାଳନା ପାଇଁ ବିବାଦରେ ଫସିଛି। ସଦ୍ୟତମ ଘଟଣାରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri