ଇମ୍ରାନ ଖାନ୍‌ଙ୍କୁ ପ୍ରଥମ ସ୍ତ୍ରୀଙ୍କ ପ୍ରଶ୍ନ, ତୁମେ କେମିତି କଳା ଯାଦୁ କରୁଛ

ଇସଲାମାବାଦ୍‌,୧୮।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ ଖାନ୍‌ଙ୍କ ଅତୀତ ତାଙ୍କ ପିଛା ଛାଡୁନି। ଏଥର ସେ ନିଜ ପ୍ରଥମ ସ୍ତ୍ରୀ ଜେମିମା ଗୋଲ୍ଡସ୍ମିଥ୍‌ଙ୍କ ରୋଷର ଶିକାର ହୋଇଛନ୍ତି। ଜେମିମା ଏକ ପୋଷ୍ଟର ଟୁଇଟ୍‌ କରି ଇମ୍ରାନଙ୍କ ଉପରେ ବର୍ଷିଛନ୍ତି। ଏହି ପୋଷ୍ଟରରେ ଇମ୍ରାନ ଏକ ଚେୟାର ଉପରେ ବସିଥିବାବେଳେ ଜେମିମା ଏବଂ ଅନ୍ୟ ଜଣେ ମହିଳାଙ୍କୁ ବୁର୍ଖା ପିନ୍ଧିଥିବାର ଦେଖାଯାଇଛି। ଏହାର କ୍ୟାପସନରେ ସେ ଉର୍ଦ୍ଦୁରେ ଲେଖିଛନ୍ତି, କିଏ ଲଲିଉଡ୍‌(ପାକିସ୍ତାନ ଫିଲ୍ମ ଇଣ୍ଡଷ୍ଟ୍ରୀ) ପସନ୍ଦ କରେ ନାହିଁ? ଆଜି ଜଣେ ବନ୍ଧୁ ଲାହୋରରେ ଏହି ପୋଷ୍ଟର ଲାଗିଥିବାର ଦେଖିଥିଲେ। ଯାହାର କ୍ୟାପସନ୍‌ ରହିଛି ତୁମେ କେମିତି କଳା ଯାଦୁ କରୁଛ? ଏହାପୂର୍ବରୁ ଇମ୍ରାନଙ୍କ ଦ୍ୱିତୀୟ ସ୍ତ୍ରୀ ରେହମ ଖାନ୍‌ ମଧ୍ୟ ନିଜ ପୁସ୍ତକରେ ଇମ୍ରାନଙ୍କ ଉପରେ ବର୍ଷିଥିଲେ ଏବଂ କଳା ଯାଦୁ ବିଷୟରେ ଉଲ୍ଲେଖ କରିଥିଲେ। ୨୦୧୫ରେ ଜାନୁୟାରୀରେ ଉଭୟ ବିବାହ କରିଥିଲେ ମଧ୍ୟ ଏହା ମାତ୍ର ୧୦ ମାସ ପର୍ଯ୍ୟନ୍ତ ତିଷ୍ଠି ଥିଲା। ସୂଚନାଯୋଗ୍ୟ, ଜେମିମା ଗୋଲ୍ଡସ୍ମିଥ୍‌ ଜଣେ ବିଦେଶୀ ମହିଳା। ୨୦୦୪ରେ ଇମ୍ରାନ ତାଙ୍କ ବିବାହ କରିଥିଲେ। ଏହାପରେ ରେହମ ଖାନଙ୍କୁ ସେ ବିବାହ କରିଥିଲେ। ତାଙ୍କୁ ଛାଡପତ୍ର ଦେବା ପରେ ସେ ବୁଶ୍‌ରା ବିବିଙ୍କ ହାତ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri