ଇମ୍ରାନ, ସଚିନଙ୍କୁ ନେଇ ଦ୍ୱନ୍ଦ୍ୱରେ ପାକ୍‌ ପ୍ରଧାନମନ୍ତ୍ରୀଙ୍କ ସହଯୋଗୀ

ନୂଆଦିଲ୍ଲୀ,୨୩ା୬: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜଣେ ସହଯୋଗୀ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ନେଇ ଦ୍ୱନ୍ଦ୍ୱରେ ଥିବା ଜଣାପଡ଼ିଛି। ପାକିସ୍ତାନ ପିଏମ୍‌ଙ୍କ ସ୍ପେଶାଲ ଆସିଷ୍ଟାଣ୍ଟ ନଇମ ଉଲ ହକ୍‌ ଶନିବାର ତେନ୍ଦୁଲକରଙ୍କ ଯୁବ ଅବସ୍ଥାର ଏକ ଫଟୋ ଶେୟାର କରିଥିଲେ। ଏହାର କ୍ୟାପଶନରେ ପିଏମ୍‌ ଇମ୍ରାନ ଖାନ ୧୯୬୯ ବୋଲି ସେ ଲେଖିଛନ୍ତି। ଏହି ପୋଷ୍ଟ ଶେୟାର କରିବା ପରେ ମାଇକ୍ରୋ ବ୍ଲଗିଂ ଓ୍ବେବସାଇଟ୍‌ରେ ଭାଇରାଲ ହୋଇଯାଇଛି। ଏହାପରେ ବହୁ କ୍ରିକେଟ ପ୍ରଶଂସକମାନେ ହକ୍‌ଙ୍କୁ ଟୁଇଟ୍‌ କରି ସମାଲୋଚନା କରିଥିଲେ। ଏଥିରେ ୭ ହଜାର ରିଟୁଇଟ୍‌ ହୋଇଛି। ଜଣେ ପ୍ରଶଂସକ ବିରାଟ କୋହଲିଙ୍କ ବାଲ୍ୟାକାଳର ଏକ ଫଟୋ ଶେୟାର କରି ଇଞ୍ଜମାମ ଉଲ ହକ୍‌ ୧୯୭୬ ବୋଲି କ୍ୟାପଶନରେ ଲେଖିଛନ୍ତି। ଆଉ ଜଣେ ଇମ୍ରାନ ଖାନଙ୍କ ପଟୋ କ୍ୟାପଶନରେ ସଚିନ ତେନ୍ଦୁଲକର ୧୯୮୮ ବୋଲି କମେଣ୍ଟ କରିଛନ୍ତି। ସେହିଭଳି ଜଣ ହାଇ ମାରୁଥିବା ଶିଶୁର ଫଟୋରେ ସର୍ଫରାଜ ୧୯୮୭ ବୋଲି କମେଣ୍ଟ ଦେଇଛନ୍ତି। ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସାଦୁଦ୍ଦିନ ଓ୍ବାଇସ ଏହାକୁ ପୂର୍ବତନ କ୍ରିକେଟର ସଇଦ ଆନ୍ବାର ବୋଲି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri