ଇମ୍ରାନଙ୍କ ପରେ ଏବେ ପାକିସ୍ତାନ ସେନାମୁଖ୍ୟ ଦେଲେ ଭାରତକୁ ଚେତାବନୀ

ଇସ୍‌ଲାମାବାଦ,୩୧।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ପାକିସ୍ତାନ ଏକ ପ୍ରକାର ରକ୍ତ ଚାଉଳ ଚୋବାଉଛି। ଯଦିଓ ଭାରତର ଏହା ଆଭ୍ୟନ୍ତରୀଣ ମାମଲା ତଥାପି ଏହାକୁ ନେଇ ପାକିସ୍ତାନ ବିଶ୍ୱର ଅନେକ ଦେଶଙ୍କ ମଧ୍ୟସ୍ଥତା ମଧ୍ୟ ଲୋଡି ସାରିଲାଣି। ହେଲେ ଏଥିରେ କେହି ତାକୁ ସହଯୋଗ କରୁ ନାହାଁନ୍ତି। ଏହାକୁ ନେଇ ପ୍ରଥମେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତକୁ ପରମାଣୁ ଯୁଦ୍ଧର ଧମକ ଦେଇଥିବା ବେଳେ ଏବେ ପାକିସ୍ତାନ ସେନା ମୁଖ୍ୟ ମଧ୍ୟ ଭାରତକୁ ଚେତାବନୀ ଦେଇଛନ୍ତି। ଜେନେରାଲ କ୍ୱାମର ଜାଭେଦ ବାଜଓ୍ବା କହିଛନ୍ତି କଶ୍ମୀର ସମସ୍ୟା ପାଇଁ କେବେ ସୀମାରେ ଶାନ୍ତି ପ୍ରତିଷ୍ଠା ହୋଇ ପାରିବ ନାହିଁ। ସେ ଆହୁରି ମଧ୍ୟ କହିଛନ୍ତି ଭାରତ ପକ୍ଷରୁ ଯଦି କୌଣସି ହିଂସାର ସୂତ୍ରପାତ ହୁଏ ତେବେ ତା’ର କଡା ଜବାବ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଚିଛନ୍ତି ଗୋଲଡି ବ୍ରାର, ଆମେରିକା ପୋଲିସ କହିଛି ମିଡିଆରେ ଦିଆଯାଇଥିବା ଖବର ମିଥ୍ୟା

ଚଣ୍ଡିଗଡ଼/ଓ୍ବାଶିଂଟନ, ୨।୫: ପଞ୍ଜାବର ଗ୍ୟାଙ୍ଗଷ୍ଟର ଗୋଲଡି ବ୍ରାର ଜୀବନ୍ତ। ତାଙ୍କ ମୃତ୍ୟୁ ଖବର ବୁଧବାର ଗଣମାଧ୍ୟମରେ ଆସିଛି। ପରବର୍ତ୍ତୀ ସମୟରେ, କାଲିଫର୍ନିଆର ଫ୍ରେସ୍ନୋ ପୋଲିସ ବିଭାଗ...

ମ୍ୟାନମାରରେ ଫସିଛନ୍ତି ୧୫୦୦ରୁ ଅଧିକ ହିନ୍ଦୁ, ଖାଦ୍ୟ ପାଇଁ ଡହଳ ବିକଳ

ରଖାଇନ,୨।୫: ମ୍ୟାନମାରର ରଖାଇନ ପ୍ରଦେଶର ବୁଟିଡାଙ୍ଗ ସହରରେ ଏକ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ସେନା ଏବଂ ବିଦ୍ରୋହୀମାନଙ୍କ ମଧ୍ୟରେ ଲଢେଇ ହେତୁ ହିନ୍ଦୁ ତଥା...

ୟୁକ୍ରେନ ବିରୋଧରେ ରାସାୟନିକ ଅସ୍ତ୍ର ବ୍ୟବହାର କରୁଛି ରୁଷିଆ: ଆମେରିକା ବିଦେଶ ବିଭାଗର ଅଭିଯୋଗ

ଓ୍ବାଶିଂଟନ,୨।୫: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ବୁଧବାର ଆମେରିକା ରୁଷିକୁ ୟୁକ୍ରେନ ବିରୋଧରେ ଆନ୍ତର୍ଜାତୀୟ ରାସାୟନିକ ଅସ୍ତ୍ର ପ୍ରତିବନ୍ଧକ...

ପାକିସ୍ତାନରେ ଅଟା କେଜି ୮୦୦ ଟଙ୍କା, ରୁଟି ୨୫ ଟଙ୍କା, ଜାଣନ୍ତୁ କାହିଁକି ସବୁ ଏତେ ମହଙ୍ଗା

ନୂଆଦିଲ୍ଲୀ,୧ା୫: ପଡୋଶୀ ଦେଶ ପାକିସ୍ତାନରେ ଖାଦ୍ୟ ସାମଗ୍ରୀ ସହିତ ବିଭିନ୍ନ ଜିନିଷର ଦାମ୍ ଆକାଶ ଛୁଆଁ ରହିଛି।ଯାହାକୁ ନେଇ ଲୋକମାନେ ସରକାରଙ୍କ ବିରୋଧରେ ଖୋଲାଖୋଲି ଭାବେ...

ହାମିଲଟନ ହଲ୍‌କୁ କବ୍‌ଜା କଲେ ବିକ୍ଷୋଭକାରୀ

ନ୍ୟୁୟର୍କ, ୧।୫: ଗତ କିଛିଦିନ ଧରି ପାଲେଷ୍ଟାଇନକୁ ସମର୍ଥନ କରି ଆମେରିକାର ଅନେକ ବିଶ୍ୱବିଦ୍ୟାଳୟରେ ଆନ୍ଦୋଳନ ହେଉଥିବାବେଳେ ମଙ୍ଗଳବାର ଏହା ଉଗ୍ରରୂପ ଧାରଣ କରିଛି। କଲମ୍ବିଆ...

ନେତାନ୍ୟାହୁଙ୍କ ନାଁରେ ଜାରି ହୋଇପାରେ ଆରେଷ୍ଟ ଓ୍ବାରେଣ୍ଟ

ଜେରୁଜେଲମ,୩୦।୪: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଏକ ଭୟଙ୍କର ଯୁଦ୍ଧ ଜାରି ରହିଛି । ଗାଜା ଷ୍ଟ୍ରିପରେ ହୋଇଥିବା ଭୟଙ୍କର ନରସଂହାର ହେତୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ...

ଭାରତ ମହାଶକ୍ତି ହେବାକୁ ଯାଉଛି, କିନ୍ତୁ ଆମେ ଭିକ ମାଗୁଛୁ: ପାକିସ୍ତାନର ପରିସ୍ଥିତିକୁ ନେଇ ଶୀର୍ଷ ନେତାଙ୍କ କ୍ରୋଧ

ଇସଲାମାବାଦ୍‌,୩୦।୪: ପାକିସ୍ତାନର ବରିଷ୍ଠ ନେତା ତଥା ଜାମିୟତ ଉଲେମା-ଇ-ଇସଲାମ (ଏଫ) ର ସଭାପତି ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ଭାରତ ସହ ତୁଳନା କରି କହିଛନ୍ତି,...

ଆମେରିକାରେ ପୁଣି ଗୁଳିକାଣ୍ଡ: ୩ ପୋଲିସ ମୃତ

ନ୍ୟୁୟର୍କ,୩୦।୪: ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri