ଇରାନୀ ମହିଳା ମହାକାଶଚାରୀ ଜସ୍ମିନ୍‌ ମୋଘବେଲୀ ନାସାର ମହାକାଶ ମିଶନରେ ହେବେ ସାମିଲ୍‌

ଓ୍ବାଶିଂଟନ,୧୩।୧: ଆମେରିକା-ଇରାନ ମଧ୍ୟରେ ଉତ୍ତେଜନା ଜାରି ରହିଛି। ତେବେ ମହାକାଶ ଗବେଷଣା କ୍ଷେତ୍ରରେ ଏକ ଖୁସି ଖବର ମିଳିଛି। ମୂଳ ଇରାନୀ ମହିଳା ମହାକାଶଚାରୀ ଜସ୍ମିନ୍‌ ମୋଘବେଲୀ ନାସାର ଚନ୍ଦ୍ର କିମ୍ବା ଶୁକ୍ର ମିଶନରେ ସାମିଲ୍‌ ହେବାର ସମ୍ଭାବନା ରହିଛି। ସେ ଇତିମଧ୍ୟରେ ଆବଶ୍ୟକ ତାଲିମ ପୂରଣ କରି ସାରିଛନ୍ତି। ୩୬ ବର୍ଷ ବୟସ୍କ ଜସ୍ମିନ୍‌ ହେଲିକପ୍ଟର ଗନ୍‌ଶିପ୍‌ ପାଇଲଟ୍‌ ଭାବେ ଆଫଗାନିସ୍ତାନରେ ୧୫୦ ମିଶନ ପୂରଣ କରିଛନ୍ତି। ନାସାର ମହାକାଶ ମିଶନ ପାଇଁ ୧୮ ହଜାର ଆବେଦନ ପତ୍ର ଆସିଥିଲା। ସେଥିମଧ୍ୟରୁ ଜସ୍ମିନ୍‌ ଏବଂ ଅନ୍ୟ ୧୧ ଜଣଙ୍କୁ ନାସା ପକ୍ଷରୁ ଚୟନ କରାଯାଇଥିଲା। ସୂଚନାଯୋଗ୍ୟ, ଜସ୍ମିନ୍‌ଙ୍କ ଜନ୍ମ ଜର୍ମାନୀରେ ହୋଇଥିଲା। ୧୯୭୯ରେ ତାଙ୍କ ପରିବାର ସଦସ୍ୟ ଇରାନକୁ ପଳାଇ ଆସିଥିଲେ। ସେ ନ୍ୟୁୟର୍କରେ ପାଠପଢ଼ା ଶେଷ କରିଥିଲେ। ତାଙ୍କୁ ୧୫ ବର୍ଷ ହୋଇଥିବାବେଳେ ସେ ଏକ ସ୍ପେସ୍‌ କ୍ୟାମ୍ପ୍‌ରେ ଯୋଗଦେଇଥିଲେ। ୨୦୦୫ରେ ସେ ସୈନ୍ୟ ବାହିନୀରେ କମିଶନ ପଦ ପ୍ରାପ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

୫୨୦ ନମ୍ବର ଜାତୀୟ ରାଜପଥରେ ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ୨ ଡ୍ରାଇଭରଙ୍କ ମୃତ୍ୟୁ

ବଣାଇଁ, ୨୭|୧୨(ପ୍ରଦୀପ ତ୍ରିପାଠୀ )-: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri