ଇସ୍ରୋ ଯିବେ ନବୋଦୟ ଛାତ୍ରୀ

ବନ୍ତଳା, ୧୩।୩(ଡି.ଏନ୍‌.ଏ)- ଅନୁଗୋଳ ସ୍ଥିତ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ମନସ୍ବିନୀ ସାହୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଦ୍ୱାରା ଆୟୋଜିତ ହେବାକୁ ଥିବା ଯୁବ ବିଜ୍ଞାନୀ କାର୍ଯ୍ୟକ୍ରମ-୨୦୨୦(ୱାଇୟୁଭିଆଇକେଏ-୨୦୨୦) ପାଇଁ ପ୍ରଥମ ପର୍ଯ୍ୟାୟରେ ସର୍ବଭାରତୀୟ ସ୍ତରରେ ଚୟନ ହୋଇଛନ୍ତି। ଏହି କାର୍ଯ୍ୟକ୍ରମ ପାଇଁ ଗତ ଫେବୃୟାରୀରେ ଇସ୍ରୋ ଦ୍ୱାରା ଦରଖାସ୍ତ ଆହ୍ବାନ କରାଯାଇଥିଲା। ଜବାହର ନବୋଦୟ ବିଦ୍ୟାଳୟର ୮ ଜଣ ଛାତ୍ରୀଛାତ୍ର ଏଥିପାଇଁ ଆବେଦନ କରିଥିଲେ। ଛାତ୍ରୀଙ୍କର ଏହି କୃତିତ୍ୱରେ ବିଦ୍ୟାଳୟର ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକମାନଙ୍କ ମଧ୍ୟରେ ଆନନ୍ଦର ଲହରି ଖେଳାଇଦେଇଛି। ସମସ୍ତଙ୍କ ଆଶୀର୍ବାଦରୁ ଚୂଡ଼ାନ୍ତ ପର୍ଯ୍ୟାୟରେ ମଧ୍ୟ କୃତକାର୍ଯ୍ୟ ହେବେ ବୋଲି ମନସ୍ବିନୀ ଆଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଇରାନ ବିରୁଦ୍ଧରେ ଏକଜୁଟ୍‌ ହେଲେ ୨୨ଟି ଦେଶ, କହିଲେ ତୁରନ୍ତ ଧମକ ବନ୍ଦ କର, ନଚେତ୍‌…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀର ସଙ୍କଟ ବିଶ୍ୱ ଅର୍ଥନୀତି ପାଇଁ ଏକ ଲାଲ ପତାକା ପାଲଟିଛି। ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ୟୁଏଇ, ବାହାରିନ, ଜାପାନ,…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଇରାନକୁ ଟ୍ରମ୍ପଙ୍କ ସାଂଘାତିକ ଧମକ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri