Posted inଖେଳ

ଇସ୍‌ଲାମାବାଦ୍‌ ସୁରକ୍ଷାରେ ସନ୍ତୁଷ୍ଟ ଆଇଟିଏଫ୍‌

ମୁମ୍ବାଇ,୧୩।୮- ଆସନ୍ତା ମାସରେ ଇସ୍‌ଲାମାବାଦ୍‌ଠାରେ ଭାରତ ଓ ପାକିସ୍ତାନ ମଧ୍ୟରେ ଦୁଇଦିନିଆ ଡେଭିସ କପ୍‌ ମୁକାବିଲା ଖେଳାଯିବ। ଏହି ମ୍ୟାଚ୍‌ ଲାଗି ପାକିସ୍ତାନ ପକ୍ଷରୁ କରାଯାଇଥିବା ସୁରକ୍ଷା ବ୍ୟବସ୍ଥାରେ ଅନ୍ତର୍ଜାତୀୟ ଟେନିସ ଫେଡେରେଶନ (ଆଇଟିଏଫ୍‌) ସ.େନ୍ତାଷ ପ୍ରକାଶ କରିଛି। ଉଲ୍ଲେଖଥାଉ କି, ଗତ ସୋମବାର ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ଦୁଇ ପଡ଼ୋଶୀ ଦେଶ ମଧ୍ୟରେ ତିକ୍ତତା ବୃଦ୍ଧି ପାଇବା ସହ ଯୁଦ୍ଧ ଆଶଙ୍କା ରହିଛି। ପାକିସ୍ତାନ ଭାରତୀୟ ଆମ୍ବାସାଡରଙ୍କୁ ଦେଶରୁ ଫେରାଇ ଦେଇଛି। ଏଥିଯୋଗୁ ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ପକ୍ଷରୁ ଆଇଟିଏଫ୍‌କୁ ଭେନ୍ୟୁ ପରିବର୍ତ୍ତନ କରିବା ଲାଗି ଅନୁରୋଧ କରାଯାଇଥିଲେ। ହେଲେ ଆଇଟିଏଫ୍‌ ସୁରକ୍ଷା ବ୍ୟବସ୍ଥାରେ ସନ୍ତୁଷ୍ଟ ହେବା ପରେ ଭାରତୀୟ ଦଳ ପାକିସ୍ତାନ ଗସ୍ତ କରିିବା ସ୍ପଷ୍ଟ ହୋଇଛି। ଆମେ ଆୟୋଜକ ଦଳ ସହିତ କାର୍ଯ୍ୟ କରୁଛୁ। ସ୍ବାଧୀନ ଅଭିଜ୍ଞ ସୁରକ୍ଷା ପରାମର୍ଶଦାତା ରହିଛନ୍ତି। ସେମାନେ ପରିସ୍ଥିତି ଉପରେ କଡ଼ା ନଜର ରଖିବେ ବୋଲି ଆଇଟିଏଫ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri