ଈଶ୍ୱରଙ୍କ କଳାକୃତି: ୬୩୫ଟି ଦିଆସିଲି କାଠିରେ ନିର୍ମାଣ କଲେ ତିନି ରଥ, ଉଚ୍ଚତା ୩.୫ ଇଞ୍ଚ

ଭୁବନେଶ୍ୱର,୩।୭(ବ୍ୟୁରୋ): ଗୁରୁବାର ମହାପ୍ରଭୁଙ୍କ ଘୋଷଯାତ୍ରା। ଏହି ନବଦିନାତ୍ମକ ଯାତ୍ରା ପାଇଁ ରଥ ପ୍ରସ୍ତୁତ। ପଥ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ପ୍ରତିଟି ଓଡ଼ିଆ ପ୍ରାଣର ଦେବତା ଜଗନ୍ନାଥଙ୍କର ଏହି ଯାତ୍ରାକୁ ନିଜ କଳାରେ ସ୍ଥାନ ଦେଇଛନ୍ତି ଜଟଣୀ ହାଟବଜାର ଗୋପିନାଥପୁର ଅଞ୍ଚଳର ଶିଳ୍ପୀ ଏଲ୍‌ ଈଶ୍ୱର ରାଓ।

ବିଶେଷକରି ବ୍ୟବହାର ଅପଯୋଗୀ ବୋତଲ ତଥା ଅନ୍ୟାନ୍ୟ ସୁକ୍ଷ୍ମ ସାମଗ୍ରୀକୁ ନେଇ ଈଶ୍ୱର ସର୍ବଦା ନିଜର କଳା ପ୍ରଦର୍ଶିତ କରିଥାନ୍ତି। ବିଭିନ୍ନ ଉତ୍ସବ ସମୟରେ ସେ ନିଜର ନିଚ୍ଛକ କଳାକୁ ଜୀବନ୍ତ ରୂପ ଦେଇଥାନ୍ତି। ସେହିଭଳି ରଥଯାତ୍ରା ଅବସରରେ ସେ ତିନିଠାକୁରଙ୍କ ସହ ରଥ ନିର୍ମାଣ କରିଛନ୍ତି। ତେବେ ତାହା କେବଳ ଦିଆସିଲି କାଠି ଓ ଛୋଟ ଛୋଟ କାଠଖଣ୍ଡର ସହାୟତାରେ। ରଥକୁ ଗଢ଼ିବା ଲାଗି ଈଶ୍ୱର ୧୭ଟି ଦିଆସିଲି ବାକ୍ସର ୬୩୫ଟି କାଠି ବ୍ୟବହାର କରିଛନ୍ତି। ରଥଗୁଡ଼ିକର ଉଚ୍ଚତା ୩.୫ଇଞ୍ଚ ରହିଛିି। ତେବେ ଏହାକୁ ତିଆରି କରିବା ଲାଗି ତାଙ୍କୁ ଲାଗିଛି ମାତ୍ର ୭ ଦିନ। କୁନି କୁନି ଦିଅଁମାନଙ୍କୁ ନେଇ ପ୍ରସ୍ତୁତ ଏହି ରଥରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା ବିରାଜମାନ କରିଛନ୍ତି। ଏହି ରଥଗୁଡ଼ିକୁ ଚଳାଇ ମଧ୍ୟ ହେବ। ଏଥିପାଇଁ ଈଶ୍ୱର ଛୋଟ କାଠର ଚକ ନିର୍ମାଣ କରିଛନ୍ତି। ଛୋଟ ପତାକା ମଧ୍ୟ ଲଗାଯାଇଛି। ନିଜ ପ୍ରୀୟର ଠାକୁରଙ୍କ ରଥ ନିର୍ମାଣ କରିବା ତାଙ୍କୁ ବେଶ୍‌ ଆନନ୍ଦ ଦେଇଛି ବୋଲି ଈଶ୍ୱର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ପାଣିରେ ବୁଡ଼ିଗଲେ ସ୍ବପ୍ନେଶ୍ୱର ମହାଦେବ, ତଥାପି ଚାଲିଛି ପୂଜାର୍ଚ୍ଚନା

କଟକ,୭।୭: ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ଦିନ ହେଲା ଜିଲାର ବିଭିନ୍ନ ନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ କଟକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଚନ୍ଦ୍ରକାନ୍ତ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ରାସ୍ତା ଅବରୋଧ

ଧୂଷୁରୀ, ୭।୭( ଦୀପ୍ତି ରଞ୍ଜନ ନାୟକ ) : ଧୂଷୁରୀ ଥାନା ଅଧୀନ ମଠଡିହ ବଜାରରେ ମଙ୍ଗଳବାର ପୂର୍ବାହ୍ନରେ ନିକଟସ୍ଥ ସାଠିବାଙ୍କୁଡା ଗ୍ରାମର ମହିଳା,ପୁରୁଷ,ଯୁବତୀ, ଯୁବକ ପ୍ଲାଏ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ

କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri