ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ ନିର୍ଦ୍ଦେଶକଙ୍କ ଖଲିକୋଟ କନିଷ୍ଠ ମହାବିଦ୍ୟାଳୟ ପରିଦର୍ଶନ

ବ୍ରହ୍ମପୁର ଅଫିସ,୧୬।୧: ଗଞ୍ଜାମ ଜିଲା ଖଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଖଲିକୋଟ କନିଷ୍ଠ ମହାବିଦ୍ୟାଳୟର ବିଭିନ୍ନ ସମସ୍ୟାର ସମୀକ୍ଷା କରିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗର ନିର୍ଦ୍ଦେଶକ ସୁନ୍ଦରଲାଲ ସିଲ୍‌ ଓ ଉପ ନିର୍ଦ୍ଦେଶକ ଭାଗୀରଥି କାଣ୍ଡି। ମହାବିଦ୍ୟାଳୟରେ ପହଞ୍ଚି ଶ୍ରେଣୀଗୃହ ପରିଦର୍ଶନ କରିବା ସହ ସମସ୍ୟା ନେଇ ଅଧ୍ୟକ୍ଷାଙ୍କ ସହ ଆଲୋଚନା କରିଛନ୍ତି। ମହାବିଦ୍ୟାଳୟ ସ୍ଥାନାନ୍ତର ତଥା ବିକାଶ ସହ ଉନ୍ନୟନ ଟଙ୍କାର ବିନିଯୋଗ ଉପରେ ନିର୍ଦ୍ଦେଶକ ଗୁରୁତ୍ୱ ଦେଇଥିଲେ। ନିର୍ଦ୍ଦେଶକଙ୍କ ଗସ୍ତ ବେଳେ ମହାବିଦ୍ୟାଳୟର ଅଧ୍ୟକ୍ଷା ସ୍ବର୍ଣ୍ଣପ୍ରଭା ମହାପାତ୍ରଙ୍କ ସମେତ ସମସ୍ତ ଅଧ୍ୟାପିକା ଅଧ୍ୟାପକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…

ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର

କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri