ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ ପାଇଁ ପିଅନ୍ତୁ ଏହି ଜୁସ୍‌

ବର୍ତ୍ତମାନର ଅନିୟମିତ ଜୀବନଶୈଳୀ, ଚିନ୍ତା କାରଣରୁ ଉଚ୍ଚ ରକ୍ତଚାପ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ଏହି ଗମ୍ଭୀର ସମସ୍ୟାକୁ ସାମାନ୍ୟ ଅଣଦେଖା କରିବା ଫଳରେ ଏହା ହାର୍ଟଆଟାକ୍‌ ଓ ଷ୍ଟ୍ରୋକ୍‌ ଭଳି ସମସ୍ୟା ସୃଷ୍ଟି କରିଥାଏ। ଅନ୍ୟପକ୍ଷରେ ଏଥିଲାଗି କରୋନାରୀ ହାର୍ଟ ସମସ୍ୟା ଦେଖାଯାଇଥାଏ। ଏତଦ୍‌ବ୍ୟତୀତ କିଡ୍‌ନୀ ସମସ୍ୟା ମଧ୍ୟ ସୃଷ୍ଟି ହୋଇଥାଏ। ଏହା ଯେକୌଣସି ବୟସରେ ମଧ୍ୟ ଲୋକଙ୍କୁ ଆକ୍ରାନ୍ତ କରିପାରେ। ଯେତେବେଳେ ସେଷ୍ଟୋଲିକ୍‌ ରକ୍ତଚାପ ୬୦/୮୦ ମିମିରୁ ଅଧିକ, ଡ୍ୟାଷ୍ଟୋଲିକ୍‌ ୬୦/୮୦ ମିମିରୁ ଅଧିକ ରହିଥାଏ, ସେତେବେଳେ ବ୍ୟକ୍ତିଙ୍କଠାରେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଯାଇଥାଏ। ଏହା ବିଭିନ୍ନ ଶାରୀରିକ ସମସ୍ୟା ସୃଷ୍ଟି କରିବା ସହ ମାଂସପେଶୀକୁ ମଧ୍ୟ ଦୁର୍ବଳ କରିଥାଏ। ସିଗାରେଟ ଓ ମାଦକଦ୍ରବ୍ୟ ସେବନ ଫଳରେ ମଧ୍ୟ ଉଚ୍ଚ ରକ୍ତଚାପ ହୋଇଥାଏ।

ଯଦି ଆପଣ ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିବାକୁ ଚାହାନ୍ତି, ତେବେ ସନ୍ତୁଳିତ ଖାଦ୍ୟପେୟ ଉପରେ ଧ୍ୟାନ ଦେବା ସହ ଏପରି କିଛି ଜୁସ୍‌ ପିଅନ୍ତୁ, ଯାହା ଉପକାରୀ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ…

ଡାଳିମ୍ବ/କମଳା ଜୁସ୍‌: ଏହା ଉଚ୍ଚ ରକ୍ତଚାପକୁ ନିୟନ୍ତ୍ରଣ କରିଥାଏ। ଭିଟାମିନ୍‌ ଓ ପୋଟାସିୟମର ମାତ୍ରା ଅଧିକ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri