ଉଚ୍ଛେଦ ନ କରି ପଟ୍ଟା ଦେବାକୁ ଦାବି

ଫୁଲବାଣୀ ଅଫିସ, ୬ା୧୨- ଖଜୁରିପଡା ବ୍ଲକ ପାଖ ସୁରାଦେଇ ଗ୍ରାମରେ ସରକାରୀ ଜାଗା ଜବରଦଖଲ କରିଥିବା ୮୫ ପରିବାରକୁ ଉଚ୍ଛେଦ କରାଯିବ। ତେଣୁ ଜାଗା ଛାଡି ଚାଲି ଯିବାକୁ ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତିି। ଏହାକୁ ବିରୋଧ କରି ଗ୍ରାମବାସୀ ଆସି ଜିଲାପାଳଙ୍କୁ ଦାବିପତ୍ର ଦେଇଛନ୍ତି ା ଉଚ୍ଛେଦ ନ କରି ସ୍ଥାୟୀ ପ୍ରମାଣପତ୍ର ଭାବେ ପଟ୍ଟା ଦେବାକୁ ସେମାନେ ଦାବି କରିଛନ୍ତି ା ଆମ୍ଭେମାନେ ସୁରାଦେଇ ଗ୍ରାମରେ ଆଜକୁ ୨୫ ବର୍ଷ ହେବ ବସବାସ କରି ଆସୁଛୁ ା ଆମ ନାମରେ ଜବରଦଖଲ ମାମଲା ରୁଜୁ ହୋଇଛି। ଏ ବାବଦରେ ସରକାରଙ୍କୁ ଖଜଣା ଦେଉଛୁ ା ତହସିଲଦାର ଗତ ୨ ତାରିଖରେ ବେଦଖଲ ହେବାକୁ ନୋଟିସ୍‌ ଦେଇଛନ୍ତି ା ଆମ୍ଭେମାନେ ପିଲା ଛୁଆ ନେଇ ରହୁଛୁ ା ଆମ ଘରକୁ ବିପିଏଲ ବିଦ୍ୟୁତ୍‌ ସଂଯୋଗ କରାଯାଇଛି। ବେଦଖଲ କରାଗଲେ ପିଲା ଛୁଆଙ୍କୁ ନେଇ କୁଆଡେ ଯିବୁ ା ଆଉ କୌଣସିରେ ଆମ୍ଭର ଜମି ନାହିଁ ା ଦିନ ମଜୁରି ଲାଗି ପରିବାର ପ୍ରତିପୋଷଣ କରୁଛୁ ା ଆମ୍ଭକୁ ବେଦଖଲ ନ କରି ଜମି ପଟ୍ଟା ପ୍ରଦାନ କଲେ ଉପକୃତ ହେବୁ ବୋଲି ଗ୍ରାମବାସୀ ଅଲେଖ କୁମାର ନାୟକ, ପୂର୍ଣ୍ଣଚନ୍ଦ୍ର ସାହାଣୀ, ଗୋଲାପ ରଣା, ପ୍ରସନ୍ନ ବେହେରା, ଗୀତାଞ୍ଜଳି ବେହେରା, ସରୋଜିନୀ ମୁଦୁଲି ଓ ଜାନକୀ ମହାରଣା ପ୍ରମୁଖ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri