Posted inଜାତୀୟ

ଉଜୁଡ଼ା କ୍ଷେତକୁ ସଜଡ଼ା ଯୋଜନା: ଟିଭି ତର୍କ-ବିତର୍କରେ ମାସେ ଯାଏଁ ଯୋଗ ଦେବେନି କଂଗ୍ରେସ ପ୍ରବକ୍ତା

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ବିପର୍ଯ୍ୟୟ ପରେ କଂଗ୍ରେସ ପକ୍ଷରୁ ଏହାର ପ୍ରବକ୍ତାଙ୍କ ଉଦ୍ଦେଶ୍ୟରେ ଜାରି ହୋଇଛି ନୂଆ ନିର୍ଦ୍ଦେଶ। ଏକ ମାସ ପର୍ଯ୍ୟନ୍ତ ସମସ୍ତ ପ୍ରବକ୍ତାଙ୍କୁ ଟିଭି ତର୍କ-ବିତର୍କରେ ଯୋଗ ଦେବାକୁ ମନା କରାଯାଇଛି। ଏତେ ଶୀଘ୍ର ମୋଦି ସରକାର ବିରୋଧରେ ଟିଭିରେ କହିଲେ ଏହାକୁ ହୁଏତ ଲୋକେ ପସନ୍ଦ କରି ନ ପାରନ୍ତି ବୋଲି ଆଶଙ୍କା କରି ଦଳ ପକ୍ଷରୁ ଏଭଳି ନିର୍ଦ୍ଦେଶ ଜାରି ହୋଇଥିବା କୁହାଯାଉଛି। ଏନେଇ କଂଗ୍ରେସ ମିଡ଼ିଆ ମୁଖ୍ୟ ରଣଦୀପ୍‌ ସିଂ ସୁରେଜଓ୍ବାଲ ଟୁଇଟ୍‌ କରି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭଗବାନ ଆମ ସହ…’, ବିଧାନସଭାରେ ଏମିତି କାହିଁକି କହିଲେ ତାମିଲନାଡୁ CM ବିଜୟ, ହେଲାଣି ଚର୍ଚ୍ଚା

ଚେନ୍ନାଇ,୮।୯: ତାମିଲନାଡୁର ସରକାରୀ ମଦ ବିକ୍ରି କମ୍ପାନୀ ‘ଟାସ୍ମାକ’ (TASMAC)ରେ କଥିତ ଦୁର୍ନୀତିକୁ ନେଇ ପୂର୍ବତନ DMK ସରକାରକୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ।…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri