ଉଠା ଜଳସେଚନ ବିଭାଗ କାର୍ଯ୍ୟାଳୟରୁ ରାତ୍ର ଜଗୁଆଳଙ୍କ ମୃତଦେହ ଉଦ୍ଧାର

କଣିହାଁ,୧୬।୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଉଠାଜଳସେଚନ ବିଭାଗ କାର୍ଯ୍ୟାଳୟରୁ ରାତ୍ର ଜଗୁଆଳଙ୍କ ମୃତଦେହ ସୋମବାର ଉଦ୍ଧାର କରାଯାଇଛି। ମୃତକ ହେଲେ ସ୍ଥାନୀୟ ଟୋଲକବେଡ଼ା ଗ୍ରାମର ହାଡ଼ିବନ୍ଧୁ ଗଡ଼ନାୟକ(୫୫)। ସୂଚନା ଯେ, ସବୁଦିନ ପରି ସେ ରବିବାର ରାତିରେ ଏକ କୋଠରି କବାଟ ବନ୍ଦ କରି ଶୋଇଥିଲେ। ସୋମବାର ୧୦ଟା ପର୍ଯ୍ୟନ୍ତ କବାଟ ନ ଖୋଲିବାରୁ ତାଙ୍କ ମୋବାଇଲକୁ କଲ୍‌ କରିଥିଲେ ମଧ୍ୟ ସେ ଉଠି ନ ଥିଲେ। ଫଳରେ ଏସ୍‌ଡିଓ ବଳରାମ ନାୟକ ପୋଲିସକୁ ଜଣାଇଥିଲେ। ଅତିରିକ୍ତ ତହସିଲଦାର ରବୀନ୍ଦ୍ର କୁମାର ସାମଲ ଓ ଆଇଆଇସି ପ୍ରଭାତ କୁମାର ତ୍ରିପାଠୀଙ୍କ ଉପସ୍ଥିତିରେ କବାଟ ଭଙ୍ଗାଯାଇଥିଲା। ବିଛଣାରେ ଶୋଇଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତେବେ ମୃଦଦେହ ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣାପଡ଼ିବ। ବର୍ତ୍ତମାନ ସୁଦ୍ଧା ମୃତଦେହ ସେଠାରେ ଅଛି। କ୍ଷତିପୂରଣ ପ୍ରଦାନ ପାଇଁ ଆଲୋଚନା ଚାଲିଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ବିବାହର ଭୟଙ୍କର ଅନ୍ତ! ପତ୍ନୀଙ୍କୁ କାର୍‌ରେ ବସାଇ କେନାଲକୁ ଗାଡ଼ି ଖସାଇଦେଲେ…

ଚଣ୍ଡିଗଡ଼,୨୫ା୬: ପଞ୍ଜାବର ପଟିଆଲାରୁ ଏକ ଗଭୀର ଦୁଃଖଦ ଏବଂ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ପ୍ରେମ ବିବାହ ମୃତ୍ୟୁରେ ପରିଣତ ହୋଇଛି। ଭାରତୀୟ ସେନାର…

ସୁଜାତା ବିଜେଡିରେ ମିଶିବା ପରେ ନବୀନ ଦେଲେ ସ୍ପଷ୍ଟୀକରଣ, କହିଲେ ଆସନ୍ତା ନିର୍ବାଚନରେ ମୁଁ…

ଭୁବନେଶ୍ୱର,୨୫ା୬: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ ଗୁରୁବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି।…

ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା

ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା…

ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ, ନବୀନଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ ସୁଜାତା

ଭୁବନେଶ୍ବର,୨୫ା୬: ବିଜେଡିରେ ମିଶିଲେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ସ୍ତ୍ରୀ ତଥା ପୂର୍ବତନ ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ । ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର ବିଧିବଦ୍ଧ ଭାବେ ସେ…

ଦାବି ପୂରଣ ନ ହେଲେ ଜୁଲାଇ ୧ରୁ ସାମୂହିକ ଛୁଟି: ଚେତାବନୀ ଦେଲା ରାଜ୍ୟ ରାଜସ୍ବ କ୍ଷେତ୍ର ଅଧିକାରୀ ସଂଘ

ନବରଙ୍ଗପୁର,୨୫।୬(ସଦାଶିବ ପ୍ରହରାଜ): ଓଡ଼ିଶାର ରାଜସ୍ବ ପ୍ରଶାସନର ମେରୁଦଣ୍ଡ ଆର୍‌ଆଇ, ଏଆର୍‌ଆଇ, ରେଭିନ୍ୟୁ ସୁପରଭାଇଜରମାନେ ୨୨ ତାରିଖରୁ ମିଶନ୍‌ ସ୍ବାଭିମାନ ଅଧୀନରେ ବ୍ୟାପକ ପ୍ରତିବାଦ ଆରମ୍ଭ କରିଛନ୍ତି। ଏନେଇ…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ଭଞ୍ଜନଗର ଅଞ୍ଚଳରେ ବଢୁଛି ଗୋ’ ଚାଲାଣ, ପାଟ୍ରୋଲିଂ ସମୟରେ ୪ ଜଣଙ୍କୁ ଧରିଲେ ଏଏସ୍‌ଆଇ

ଭଞ୍ଜନଗର,୨୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବେନିୟମ ଭାବେ ଗୋ’ ଚାଲାଣ ଦିନକୁ ଦିନ  ବଢୁଛି। ବିଭିନ୍ନ ସମୟରେ ଜିଲାର ବିଭିନ୍ନ ଗାଈହାଟ ଦେଇ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri