ଉଠିଲା ମୃତହାତୀ, ୫୫ନଂ. ଏନ୍‌ଏଚ୍‌ରେ ସ୍ବାଭାବିକ ହେଲା ଯାନବାହନ ଚଳାଚଳ

ଢେଙ୍କାନାଳ ଅଫିସ,୩୦।୧: ଢେଙ୍କାନାଳ ଜିଲା ଓଡ଼ପଡ଼ା ବ୍ଲକ ପୋଡ଼ପଡ଼ା ଛକ ୫୫ନଂ. ଜାତୀୟ ରାଜପଥରେ ଗୁରୁବାର ଭୋର ସମୟରେ ଟ୍ରକ୍‌ ଧକ୍କାରେ ଗୋଟିଏ ହାତୀର ମୃତ୍ୟୁ ଘଟିଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚି କ୍ରେନ୍‌ ସାହାଯ୍ୟରେ ହାତୀର ମୃତଦେହକୁ ଉଠାଇ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଫଳରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଛି।

ହାତୀପଲ ଜାତୀୟ ରାଜପଥ ପାର ହେଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ଗୋଟିଏ ହାତୀ ତଳେ ପଡ଼ିଯିବା ପରେ ଟ୍ରକ୍‌ର ଚକା ଚଢ଼ି ଯାଇଥିଲା। ସେହିଭଳି ଅନ୍ୟ ଏକ ହାତୀ ଆହତ ହୋଇ ଜଙ୍ଗଲକୁ ଚାଲିଯାଇଛି। ଦୁର୍ଘଟଣା ଘଟାଇ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡ଼ିଛି। ପ୍ରବଳ କୁହୁଡ଼ି ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦୁର୍ଘଟଣା ପରେ ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

ରାସ୍ତା ଜଳମଗ୍ନ ଯୋଗୁ ଉତ୍ତେଜନା: ଯୁଗପୁରା ବଜାରଠାରେ ଟାୟାର ଜାଳି ରାସ୍ତାରୋକ, ଯାନବାହାନ ଚଳାଚଳ ବାଧାପ୍ରାପ୍ତ

ବୈଶିଙ୍ଗା, ୧୮।୭ (ରତନ ଦାଶ): ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ଦାବି କରି ଶନିବାର ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା…

ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ଦିଗପହଣ୍ଡିରେ ପ୍ରସ୍ତୁତି: ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ୱ ବଙ୍ଗଳା ସମ୍ମିଳନୀ କକ୍ଷରେ ଶନିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ ସମ୍ପର୍କିତ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri