ଉତ୍କଳ ସମ୍ମିଳନୀ ପକ୍ଷରୁ ନୀଳକଣ୍ଠ ଦାସଙ୍କ ଶ୍ରାଦ୍ଧଦିବସ ପାଳନ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ଥାନୀୟ ପିଏମ୍‌ଜି ଛକରେ ବୁଧବାର ପଣ୍ଡିତ ନୀଳକଣ୍ଠ ଦାସଙ୍କ ପ୍ରତିମୂର୍ତ୍ତିରେ ଉତ୍କଳ ସମ୍ମିଳନୀ ପକ୍ଷରୁ ମାଲ୍ୟାର୍ପଣ କରାଯାଇଛି। ସମ୍ମିଳନୀର ସଭାପତି ତଥା ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ନୀଳକଣ୍ଠଙ୍କ ୫୨ତମ ଶ୍ରାଦ୍ଧଦିବସ ଅବସରରେ ଏହି ମାଲ୍ୟାର୍ପଣ କରାଯାଇଛି। ଏହି ଅବସରରେ ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଦିଲ୍ଲୀପ ଦାଶବର୍ମାଙ୍କ ସମେତ ଦ୍ୱାରିକା ନାଥ ମହାନ୍ତି, ଶୀତଳ ଚନ୍ଦ୍ର ମହାନ୍ତି, ବାସନ୍ତୀ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?