ଉତ୍ତପ୍ତ ଜଳବାୟୁ ଆତ୍ମହତ୍ୟା ବୃଦ୍ଧିର କାରଣ

ନ୍ୟୁୟର୍କ: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯେ କେବଳ ଅର୍ଥନୀତିକୁ ପ୍ରଭାବିତ କରିଛି ତାହା ନୁହେଁ, ଏହା ବି ଆତ୍ମହତ୍ୟା ବୃଦ୍ଧିର ଏକ କାରଣ ବୋଲି ଗବେଷଣାରୁ ଜଣାପଡିଛି। ଏହି ତଥ୍ୟ ନେଚର କ୍ଲାଇମେଟ୍‌ ଚେଞ୍ଜ ଜର୍ନାଲରେ ପ୍ରକାଶ ପାଇଛି। ଏବେ ଯେଭଳି ତାପମାନ ବୃଦ୍ଧିପାଉଛି ୨୦୫୦ ମସିହାବେଳକୁ ଆମେରିକା ଓ ମେକ୍ସିକୋରେ ୨୧,୦୦୦ଟି ଅଧିକ ଆମତ୍ହତ୍ୟା ଘଟିବାର ଆଶଙ୍କା ପ୍ରକଟ କରିଛନ୍ତି ଗବେଷକମାନେ । ଆମେରିକାରେ ଆମତ୍ହତ୍ୟା ୧.୪ ପ୍ରତିଶତ ଓ ମେକ୍ସିକୋରେ ୨.୩ ପ୍ରତିଶତ ବୃଦ୍ଧି ପାଇବ ବୋଲି ଜର୍ନାଲରେ ଉଲ୍ଲେଖ ହୋଇଛି। ବର୍ଷର ଉତ୍ତପ୍ତ ମାସରେ ଆମତ୍ହତ୍ୟା ବୃଦ୍ଧିପାଇଥାଏ ବୋଲି ଗବେଷକମାନେ କହିଛନ୍ତି। ଆମତ୍ହତ୍ୟାର ଅନ୍ୟ ସବୁ କାରଣଠାରୁ ତାପମାନ ବୃଦ୍ଧିକୁ ଭିନ୍ନ ଭାବରେ ନେଇ ଅନୁଧ୍ୟାନ କରିଥିଲେ । ଅତୀତରୁ ଏବେଯାଏ ତାପମାନ ବୃଦ୍ଧିର ପୂରା ଇତିହାସ ସହ ସେହି ସ୍ଥାନରେ ଘଟିଥିବା ଆମତ୍ହତ୍ୟା ତଥ୍ୟକୁ ଅନେକ ବର୍ଷ ଧରି ଆମେରିକା ଓ ମେକ୍ସିକୋର ବହୁ ଅଞ୍ଚଳରେ ତୁଳନାମତ୍କ ଭାବେ ଗବେଷକମାନେ ଅନୁଧ୍ୟାନ କରିଥିଲେ। ଏହାପରେ ତାପମାନ ବୃଦ୍ଧି ଯୋଗୁ ଆମତ୍ହତ୍ୟା ବୃଦ୍ଧି ହେଉଥିବା ସିଦ୍ଧାନ୍ତରେ ସେମାନେ ପହଞ୍ଚତ୍ଥିଲେ । ଉତ୍ତପ୍ତ ଜଳବାୟୁ ଆମତ୍ହତ୍ୟାର କେବଳ ଏକ ପ୍ରମୁଖ କାରଣ କୁହାଯାଇପାରିବନାହିଁ , ଏହା ସହ ଅନ୍ୟ ବ୍ୟକ୍ତିଗତ ଓ ସାମାଜିକ କାରଣ ରହିଛି ବୋଲି କହିଛନ୍ତି ଗବେଷକମାନେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri