ପୁରୀ ଅଫିସ୍,୬।୧୨: ଓଡ଼ିଶା ପୋଲିସର ଅବିଚ୍ଛେଦ୍ୟ ଅଙ୍ଗ ହେଉଛନ୍ତି ଗୃହରକ୍ଷୀ। ପୁରୀରେ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ, ରଥଯାତ୍ରା ସମୟରେ ଟ୍ରାଫିକ୍ ନିୟନ୍ତ୍ରଣ ଆଦି ବିଭିନ୍ନ କାର୍ଯ୍ୟକ୍ରମରେ ଗୃହରକ୍ଷୀଙ୍କ କାର୍ଯ୍ୟ ପ୍ରଂଶସନୀୟ। ଉତ୍ତମ ବ୍ୟବହାର ଏବଂ ସେବା ମନୋଭାବ ନେଇ କାର୍ଯ୍ୟକରି ଜନତାଙ୍କ ପ୍ରଶଂସାଭାଜନ ହେବାଲାଗି ଶୁକ୍ରବାର ପୋଲିସ ପଡ଼ିଆରେ ଆୟୋଜତି ୫୭ତମ ଗୃହରକ୍ଷୀ ଦିବସ ପାଳନ ଅବସରରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏସ୍ପି ଉମାଶଙ୍କର ଦାସ ଏହା କହିଛନ୍ତି। ସେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବା ସହ ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ଲାଗି ଗୃହରକ୍ଷୀଙ୍କୁ ସମ୍ମାନିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏଏସ୍ପି (ହେଡକ୍ୱାର୍ଟର୍ସ ) ପି.କେ. ସ୍ବାଇଁ, ଏଏସ୍ପି (ଆଇନ ଶୃଙ୍ଖଳା) ଅରୁଣ କୁମାର ଜେନା, ସିଟି ଡିଏସ୍ପି କ୍ଷୀରସାଗର ମଲିକ, ସଦର ଡିଏସ୍ପି କିଶୋର ଚନ୍ଦ୍ର ମୁଣ୍ଡ୍ଙ୍କ ସମେତ ବହୁ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ପୁରୀ, ରାଜ୍ୟ View All
ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...
ନଳି ଖାଇଲେ ଅରୁଣ-ସଞ୍ଜୟ: କହିଲେ ଭୋକ ଉପାସରେ…
ଭୁବନେଶ୍ୱର,୧୫।୧୨: ଅତୀତ କଥା ମନେ ପକାଇଲେ ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସଞ୍ଜୟ ଦାସବର୍ମା। ଅତୀତରେ କେମିତି ଲୋକଙ୍କ ପାଇଁ ଲଢ଼ୁଥିଲେ ତାହା...
ଭଲିବଲ ପ୍ରତିଯୋଗିତା: ରିଷିଡ଼ା ଚାମ୍ପିୟନ
ରିଷିଡ଼ା, ୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ମିନି ଷ୍ଟାଡିୟମରେ ରବିବାର ଦିନିକିଆ ରିଷିଡ଼ା କପ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।...
ବିଦ୍ୟୁତ କର୍ମଚାରୀଙ୍କ ସମସ୍ୟା ସମାଧାନ ପାଇଁ ଉଠିଲା ଦାବି
ଦାରିଙ୍ଗବାଡି,୧୫।୧୨(ଅରୁଣ ସାହୁ): ଓ.ଏସ.ଇ.ବି. ବିଜୁଳି କର୍ମଚାରୀ ସଂଘର କାର୍ଯ୍ୟକାରିଣୀ ସମିତି ବୈଠକ ବୈଠକ ସଂଘର ସାଧାରଣ ସମ୍ପାଦକ ଭ୍ରମରବର ରାଉତଙ୍କ ଆବାହନ କ୍ରମେ କନ୍ଧମାଳ ଜିଲା...
ମୋକିମ୍ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…
ଭୁବନେଶ୍ୱର, ୧୫।୧୨: ମହମଦ୍ ମୋକିମ୍ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ...
ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା
ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...
ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ
ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...
ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ
ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ...
Archives


