ଉତ୍ତର ଓଡ଼ିଶା ଅତିକ୍ରମ କରୁଛି ‘ଅମ୍ଫନ୍‌’: ଦୀଘାଠାରୁ ୯୫ କିମି ଦୂରରେ, ୪ଟାରୁ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ପାରାଦୀପଠାରୁ ଦୂରଉଛି ‘ଅମ୍ଫନ୍‌’। ପାରାଦୀପଠାରୁ ଉତ୍ତରପୂର୍ବ ଦିଗରେ ୧୫୦ କିମି ଦୂରକୁ ଗତି କରିଛି ବାତ୍ୟା। ବେଳକୁ ବେଳ ଏହା ଦୀଘା ନିକଟତର ହେଉଛି। ଏବେ ବାତ୍ୟା ଦୀଘାଠାରୁ ୯୫ କିମି ଦୂରରେ ରହିଛି। ଜଗତସିଂହପୁରରେ ପବନ କମିଥିବା ବେଳେ ବାଲେଶ୍ୱର ଓ ଭଦ୍ରକରେ ଅଧିକ ପବନ ହେଉଛି। ବୁଧବାର ଅପରାହ୍ନ ୪ଟାରେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଯିବ। ଏହା ସରିବାକୁ ପ୍ରାୟ ୨ ଘଣ୍ଟା ସମୟ ଲାଗିବ। ଆସନ୍ତା ୨୪ ଘଣ୍ଟା ପରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ହୋଇଯିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌. ବିଶ୍ୱାସ ବୁଧବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

ଖୋଲିଲା ‘ଲକ୍ଷ୍ମୀ ଭଣ୍ଡାର’, ମହିଳା-ଗିଗ ଓ୍ବାର୍କର୍ସଙ୍କୁ ବଡ଼ ଉପହାର ହେଲେ ମମତା

କୋଲକାତା,୫।୨: ଗୁରୁବାର ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପିତ ହୋଇଛି। ପଶ୍ଚିମବଙ୍ଗ ଅର୍ଥମନ୍ତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୪.୦୬ ଲକ୍ଷ କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri