ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

କେନ୍ଦୁଝର,୨୫।୯(ସ୍ବ.ପ୍ର.): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ କେନ୍ଦୁଝର ଦ୍ୱିତୀୟ କ୍ୟାମ୍ପସରେ ବୁଧବାର ଛାତ୍ରୀଛାତ୍ରଙ୍କ ପକ୍ଷରୁ ଆନ୍ଦୋଳନ କରାଯାଇଛି। ଶୋଚନୀୟ ରାସ୍ତା, ଅଧ୍ୟାପକ ଅଭାବ, ହଷ୍ଟେଲ, ଲାବରୋଟୋରୀ, ଓ୍ବାଇଫାଇ ସୁବିଧା ନ ଥିବା ଆଦି ସମସ୍ୟା ସମାଧାନ ନେଇ ଏହି ଆନ୍ଦୋଳନ ହୋଇଛି। ବାରମ୍ବାର ଦାବି ସତ୍ତ୍ୱେ ସମସ୍ୟା ସମାଧାନରେ ପ୍ରଶାସନ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ବିଫଳ ହୋବାରୁ ଛାତ୍ରୀଛାତ୍ର ପୁଣି ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଫଳରେ ପାଠପଢାରେ ବ୍ୟାହତ ସୃଷ୍ଟି ହୋଇଛି। ସେହିପରି ନାମ ଲେଖିବା ବେଳେ ଦିଆଯାଉଥିବା ପ୍ରତିଶ୍ରୁତି ପାଳନ ହେଉ ନ ଥିବାରୁ ପୁଞ୍ଜିଭୂତ ଅସନ୍ତୋଷ ଏବେ ଆନ୍ଦୋଳନର ରୂପ ନେଇଥିବା ଛାତ୍ରୀଛାତ୍ର କହିଛନ୍ତି। ଏ ନେଇ ପୂର୍ବରୁ ବହୁବାର ଆନ୍ଦୋଳନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri