ଉତ୍ତରପ୍ରଦେଶର ୩୧ଟି ଅଞ୍ଚଳ ସମ୍ପୂର୍ଣ୍ଣ ସିଲ୍‌

ଲକ୍ଷ୍ନୌ,୭।୪: ଉତ୍ତରପ୍ରଦେଶରେ ବିଭିନ୍ନ ଜିଲାର ୩୧ରୁ ଊର୍ଦ୍ଧ୍ୱ ଅଞ୍ଚଳକୁ ମଙ୍ଗଳବାର ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ସିଲ୍‌ କରାଯାଇଥିବା ଅଞ୍ଚଳକୁ ଏବେ କେହି ଯାଆସ କରିପାରିବେ ନାହିଁ। ତେବେ ଯେଉଁ ଅଞ୍ଚଳଗୁଡିକୁ ସିଲ୍‌ କରାଯାଇଛି ସେଠାରେ ଗତ ୪୮ ଘଣ୍ଟା ମଧ୍ୟରେ ଅଧିକ କରୋନା ପଜିଟିଭ୍‌ ରୋଗୀ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ରାୟବରେଲି ଜିଲାରେ ଦିଲ୍ଲୀରୁ ଫେରିଥିବା ତବଲିଘ ଜମାତର ୨ଜଣଙ୍କର କରୋନା ପଜିଟିଭ୍‌ ଆସିବା ପରେ ସୋମବାର ସେଠାକାର ୧୦ଟି ଅଞ୍ଚଳକୁ ସିଲ୍‌ କରିଦିଆଯାଇଛି। ଏହାପରେ ଉକ୍ତ ଅଞ୍ଚଳକୁ କରୋନା ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ବିଶୋଧନ କରାଯାଇଛି। ସେହିପରି ବାରାଣସୀର ୪ଟି ଅଞ୍ଚଳକୁ ମଙ୍ଗଳବାର ସିଲ୍‌ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ,...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri