Posted inଜାତୀୟ

ଉତ୍ତରପ୍ରଦେଶରେ ଗାନ୍ଧୀ ପରିବାରର ୪ ସଦସ୍ୟ: ୩ ଆଗୁଆ ଜଣେ ପଛୁଆ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ଗାନ୍ଧୀ ପରିବାରର ୪ ସଦସ୍ୟ ନିର୍ବାଚନ ଲଢୁଛନ୍ତି। ସେମାନଙ୍କ ମଧ୍ୟରେ ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିର୍ବାଚନ ଲଢୁଥିବାବେଳେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରାୟବରେଲୀରୁ ଲଢୁଛନ୍ତି। ସେହିପରି ସୁଲତାନପୁର ଆସନରୁ ଭାଜପାର ମାନେକା ଗାନ୍ଧୀ ନିର୍ବାଚନ ଲଢୁଛନ୍ତି। ଏଠାକାର ପିଲିଭିତ୍‌ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ବରୁଣ ଗାନ୍ଧୀ ନିର୍ବାଚନ ଲଢୁଛନ୍ତି। ଗାନ୍ଧୀ ପରିବାର ୪ ସଦସ୍ୟଙ୍କ ମଧ୍ୟରୁ ଭୋଟ ଗଣତିରେ ୩ ଜଣ ଆଗୁଆ ରହିଥିବା ବେଳେ ଜଣେ ପଛୁଆ ରହିଛନ୍ତି। ସେମାନଙ୍କ ମଧ୍ୟରେ ରାହୁଲ, ସୋନିଆ, ବରୁଣ ଆଗୁଆଥିବାବେଳେ ମାନେକା ପଛୁଆ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ, ୩ ଘଣ୍ଟା ଉଡ଼ାଣ ପରେ…

ନୂଆଦିଲ୍ଲୀ,୨୭ା୫: ଯାନ୍ତ୍ରିକ ତ୍ରୁଟି ପାଇଁ ଅଧାରୁ ଫେରିଲା ଏୟାର ଇଣ୍ଡିଆ ବିମାନ। ସାନ ଫ୍ରାନ୍ସିସ୍କୋ ଯାଉଥିଲା ବେଳେ ଅଧାରୁ ଫେରି ଆସିଲା। ୩ ଘଣ୍ଟା ଉଡ଼ାଣ କରି…

୪ ଡେପୁଟି ସିଏମ୍‌ଙ୍କ ସହ କ୍ଷମତା ସମ୍ଭାଳିବେ ଡିକେ ଶିବକୁମାର; ନାଁ ଫାଇନାଲ୍!

ବେଙ୍ଗାଲୁରୁ,୨୭।୫: ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଇସ୍ତଫା ଏବଂ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ ସମ୍ପର୍କରେ କଳ୍ପନାଜଳ୍ପନା ମଧ୍ୟରେ, ରାଜ୍ୟରେ ନୂଆ ସରକାର ଗଠନ ସମ୍ପର୍କରେ ଆଉ…

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର

ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍‌ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

୧୦ ବର୍ଷର ଝିଅକୁ ବଳାତ୍କାର ପରେ ହତ୍ୟା ଘଟଣାର ପ୍ରେସମିଟ୍‌ କରୁଥିବାବେଳେ ହସି ହସି ଗଡ଼ିଲେ ୩ IPS: ଭିଡିଓ ଭାଇରାଲ ପରେ…

କୋଏମ୍ବାଟୁର,୨୭।୫: ତାମିଲନାଡୁର କୋଏମ୍ବାଟୁରରେ ଜଣେ ୧୦ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ନୃଶଂସ ହତ୍ୟାକାଣ୍ଡ ସମଗ୍ର ରାଜ୍ୟକୁ ଦୋହଲାଇ ଦେଇଛି। ବିଜୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri