Posted inଜାତୀୟ

ଉତ୍ତରାଖଣ୍ଡ ସରକାରୀ ହସ୍ପିଟାଲକୁ ଯିବାକୁ ଡରିଲେଣି ରୋଗୀ

ହଲଦଓ୍ବାନି,୨୮।୭: ଉତ୍ତରାଖଣ୍ଡର ସରକାରୀ ହସ୍ପିଟାଲରେ ଗତ ୯ ବର୍ଷ ମଧ୍ୟରେ ପ୍ରାୟ ୧୩ହଜାର ୧୮୭ ରୋଗୀଙ୍କ ମୃତ୍ୟୁ ହୋଇଥିବା ଏକ ରିପୋର୍ଟରୁ ଜଣାପଡିଛି। ଆର୍‌ଟିଆଇ କର୍ମୀ ହେମନ୍ତ ଗୌନିଆଙ୍କ ପ୍ରଶ୍ନରେ ମେଡିକାଲ ପକ୍ଷରୁ ଏହି ରିପୋର୍ଟ ପ୍ରଦାନ କରାଯାଇଛି। ଏବେ ଲୋକେ ଉତ୍ତରାଖଣ୍ଡର ସରକାରୀ ହସ୍ପିଟାଲକୁ ଯିବାକୁ ଭୟ କରୁଛନ୍ତି ବୋଲି କୁହାଯାଉଛି। ସରକାର ଏହି ହସ୍ପିଟାଲକୁ ୧୩ କୋଟି ଟଙ୍କା ପ୍ରଦାନ କରିଥିବା ବେଳେ ଏହା ଠିକ୍‌ ଭାବେ ଖର୍ଚ୍ଚ ନ ହେବାରୁ ଏତେ ସଂଖ୍ୟକ ରୋଗୀଙ୍କ ମୃତ୍ୟୁ ହୋଇଥିବା ଗୌନିଆ କହିଛନ୍ତି। ଏଠାରେ ୨୦୧୫ରେ ସର୍ବାଧିକ ୧୭୮୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦୧୦ରେ ସର୍ବନିମ୍ନ ୮୧୫ ଜଣଙ୍କ ମୃତ୍ୟୁ ହୋଇଥିଲା। ୨୦୧୯ ଏପ୍ରିଲ ସୁଦ୍ଧା ଏଠାରେ ୪୯୦ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଏଏନ୍‌ଆଇର ରିପୋର୍ଟ ଅନୁଯାୟୀ, ସେଠାରେ ଥିବା ଜଣେ ଡାକ୍ତର କହିଛନ୍ତି ଯେତେବେଳେ ଜଣେ ରୋଗୀ ଅତ୍ୟଧିକ ଅସୁସ୍ଥ ହେଉଛନ୍ତି ସେତେବେଳେ ଅନ୍ୟ ସରକାରୀ ଓ ଘରୋଇ ହସ୍ପିଟାଲ ତାଙ୍କୁ ଏଠାକୁ ପଠାଇ ଦେଉଥିବାରୁ ସେମାନଙ୍କର ମୃତ୍ୟୁ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ଡବ୍ଲ୍ୟୁଏଚ୍‌ଓ-ୟୁନିସେଫ୍‌ ରିପୋର୍ଟରେ ଚାଞ୍ଚଲ୍ୟକର ତଥ୍ୟ, ଭାରତର ୫ କୋଟି ସ୍କୁଲ ପିଲାଙ୍କୁ ମିଳୁନି…

ନୂଆଦିଲ୍ଲୀ,୨୯।୯(ପି.ଟି.): ଭାରତର ବିଦ୍ୟାଳୟଗୁଡ଼ିକରେ ପାଖାପାଖି ଏକ-ପଞ୍ଚମାଂଶ ପିଲାଙ୍କୁ ପରିମଳ ସେବା ଉପଲବ୍ଧ ହେଉନାହିଁ, ଯାହାକି ବିଶ୍ୱରେ ସର୍ବାଧିକ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ୟୁନିସେଫ୍‌ର ଯୁଗ୍ମ…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?