Posted inଜାତୀୟ

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୮ ମୃତ

ଡେରାଡୁନ,୨୧ା୧୦(ପି.ଟି.): ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଜିଲା ଅନ୍ତର୍ଗତ ଚଣ୍ଡିକାଧରଠାରେ ଭୂସ୍ଖଳନ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଛି। ଶନିବାର ରାତିରେ ସେମାନେ ଦୁଇଟି ବାଇକ୍‌ ଓ ଗୋଟିଏ କାରରେ ଯାଉଥିଲାବେଳେ ମାଟି ଅତଡ଼ା ତଳେ ଚାପି ହୋଇଯାଇଥିଲେ। ମାଟି ଅତଡା ସହିତ ଏକ ବିଶାଳ ପଥର ଖସିବାରୁ ସେମାନଙ୍କ ଗାଡ଼ିକୁ ୫୦୦ ମିଟର ଗଭୀର ଗର୍ତ୍ତ ମଧ୍ୟକୁ ଠେଲିନେଇଥିଲା। ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ହସ୍ପିଟାଲରେ ଅନ୍ୟ ୩ ପ୍ରାଣ ହରାଇଛନ୍ତି। ମାଟିତଳୁ ୪ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଭୂସ୍ଖଳନ ବେଳେ ସେମାନେ ସୋନପ୍ରୟାଗରୁ ରୁଦ୍ରପ୍ରୟାଗ ଯାଉଥିଲେ। ମୃତକଙ୍କ ଲାଗି ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟ ଓ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଓ୍ବତ ଶୋକବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri