ନୂଆଦିଲ୍ଲୀ,୧୧-୬: ଦେଶର ପ୍ରମୁଖ କାର୍ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ଗତ ମାସରେ ଏହାର ଉତ୍ପାଦନକୁ ୧୮% କମାଇଛି। ଗତ ୪ ମାସ ଧରି କମ୍ପାନୀ ଏହାର ଉତ୍ପାଦନ ହ୍ରାସ କରିଥିବା ରେଗୋଲେଟୋରୀ ଫାଇଲିଂରୁ ଜଣାପଡିଛି। ମେ ମାସରେ କମ୍ପାନୀ ୧.୫୧ ଲକ୍ଷ ୟୁନିଟ ଯାନ ଉତ୍ପାଦନ କରିଛି। ଏଥିରେ ସୁପର କ୍ୟାରୀ ହାଲକା ବାଣିଜି୍ୟକ ଯାନ ସାମିଲ ରହିଛି। ଗତ ମାସ ମେ ମାସରେ କମ୍ପାନୀ ୧.୮୪ ଲକ୍ଷ ୟୁନିଟ ଯାନ ଉତ୍ପାଦନ କରିଥିବା ବେଳେ ଚଳିତ ବର୍ଷ ୧୮.୧% ଉତ୍ପାଦନ ହ୍ରାସ କରିଥିବା କହିଛି। ଚାହିଦା ପ୍ରଭାବିତ ହେବାରୁ କମ୍ପାନୀଗୁଡିକ ବିକ୍ରି କ୍ଷେତ୍ରରେ ବିଭିନ୍ନ ପ୍ରତିବନ୍ଧକ ସାମ୍ନା କରୁଛନ୍ତି। ଫଳରେ କମ୍ପାନୀଗୁଡିକ ବାଧ୍ୟ ହୋଇ ନିଜର ଉତ୍ପାଦନକୁ ହ୍ରାସ କରୁଥିବା ଶିଳ୍ପ ସୂତ୍ରରୁ ସୂଚନା ରହିଛି। ଚଳିତ ବର୍ଷ ଏପ୍ରିଲରେ ମୋଟ ପାସେଞ୍ଜର ଯାନ ବିକ୍ରିରେ ୧୭% ହ୍ରାସ ଘଟିଛି। ଏହା ଗତ ୮ ବର୍ଷର ସବୁଠାରୁ ସର୍ବନିମ୍ନ ସ୍ତର। ଚାହିଦା ହ୍ରାସ ଏବଂ ବଜାରରେ ନଗଦ ସଙ୍କଟ ଭଳି ଅନ୍ୟ କିଛି ସମସ୍ୟା ବିକ୍ରି ଉପରେ ପ୍ରଭାବ ପକାଉଥିବା ଜଣାପଡିଛି।
ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍ ସିଲିଣ୍ଡର…
ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’
ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…
ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ
ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…
ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?
ନୂଆଦିଲ୍ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…
ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..
ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…
ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ
ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍ ପ୍ରଣାଳୀକୁ ମୁକ୍ତ…
ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?
ନୂଆଦିଲ୍ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…
Archives

