ଉତ୍ସବ ମୁଖର ମହାରାଷ୍ଟ୍ର ଭାଜପା କାର୍ଯ୍ୟାଳୟ

ମୁମ୍ବାଇ,୨୪।୧୦: ମହାରାଷ୍ଟ୍ର ବିଧାନସଭା ଆସନର ଫଳାଫଳ ଉପରେ ନଜର ପକାଇଲେ ମଧ୍ୟାହ୍ନ ସୁଦ୍ଧା ଭାଜପା ୯୯ ଆସନରେ ଆଗୁଆ ଥିବା ଦେଖାଯାଇଥିଲା। ଏହାକୁ ଦେଖିବା ପରେ ମହାରାଷ୍ଟ୍ରରେ ଥିବା ଭାଜପା କାର୍ଯ୍ୟାଳୟ ହୋଇ ଉଠିଥିଲା ଉତ୍ସବ ମୁଖର। ଏଠାରେ ଉପସ୍ଥିତ ଥିବା ଭାଜପା କର୍ମୀ ଓ ନେତାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କର ବହୁ ପ୍ରଶଂସା କରିଥିଲେ। ଏମାନେ ମହାରାଷ୍ଟ୍ରବାସୀଙ୍କୁ ଭଲଭାବେ ବୁଝିଛନ୍ତି ତେଣୁ ସେମାନଙ୍କୁ ବିଭିନ୍ନ ସମୟରେ ମହାରାଷ୍ଟ୍ରବାସୀ ସହଯୋଗର ହାତ ବଢାଇଛନ୍ତି ବୋଲି କୁହାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପାକିସ୍ତାନର ନୂଆ ଚାଲ୍‌: PoKରେ ନିର୍ବାଚନ କରିବାକୁ ଘୋଷଣା, ଭାରତ କହିଲା…

ନୂଆଦିଲ୍ଲୀ,୬।୬:ପାକିସ୍ତାନର ଗିଲଗିଟ-ବାଲ୍ଟିସ୍ତାନ ବିଧାନସଭା ପାଇଁ ନିର୍ବାଚନ ଆୟୋଜନ ଯୋଜନା କରୁଛି। ଏହି ଅଞ୍ଚଳଟି ପାକିସ୍ତାନ ଦ୍ୱାରା ଅବୈଧ ଏବଂ ବଳପୂର୍ବକ ଭାବରେ ଦଖଲ କରାଯାଇଥିବା ଭାରତୀୟ ଅଞ୍ଚଳ।…

ବିହାରରେ ସୁରକ୍ଷାକୁ ନେଇ ରାଜନୈତିକ ବିବାଦ: ଲାଲୁ-ରାବ୍ରିଙ୍କ ପାଇଁ Z+ ସୁରକ୍ଷା ପ୍ରତ୍ୟାହାର କରିବା ପରେ ଏମିତି କଲେ ତେଜସ୍ବୀ

ପାଟନା,୬।୬: ବିହାର ରାଜନୀତିରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ…

ତିନି ଦିନ ବିଳମ୍ବରେ ଗୋଆରେ ପହଞ୍ଚିଲା ମୌସୁମୀ, ଏବେ ବର୍ଷାକୁ ନେଇ ରେଡ ଆଲର୍ଟ, ଓଡ଼ିଶା ଛୁଇଁବାକୁ ଆହୁରି ଲାଗିବ…

ନୂଆଦିଲ୍ଲୀ,୬।୬: ପ୍ରାୟ ତିନି ଦିନ ବିଳମ୍ବ ପରେ, ଶନିବାର ମୌସୁମୀ ବାୟୁ ଗତି ବୃଦ୍ଧି ପାଇଛି ଏବଂ ଏହା ଗୋଆରେ ପହଞ୍ଚିଛି। କେରଳରେ ଆଗାମୀ ୨୪ ଘଣ୍ଟା…

ଫାୟାରିଂ ମାମଲାରେ ସରେଣ୍ଡର କଲେ ଖାନ୍‌ ସାର, ଏବେ ଆଗକୁ…

ପାଟନା,୬।୬: ବିହାରର ଜଣାଶୁଣା ଶିକ୍ଷକ ତଥା ‘ଖାନ ଗ୍ଲୋବାଲ ଷ୍ଟଡିଜ’ର ପ୍ରତିଷ୍ଠାତା ଖାନ ସାର୍‌ କୋଚିଂ ସଂସ୍ଥାନରେ ହୋଇଥିବା ହିଂସା ଏବଂ ଗୁଳିଚାଳନା (ଫାୟାରିଂ) ମାମଲାରେ ଆତ୍ମସମର୍ପଣ…

ଭୟଙ୍କର ଦୁର୍ଘଟଣା, ଜଣଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗୋଟିଏ ଗାଁର ୫ ଯୁବକ ମୃତ

ଅହମଦାବାଦ,୬।୬: ମୋର୍ବି-ହାଲଭାଡ ରାଜପଥର ଚରଦ୍ବା ଗ୍ରାମ ଉପକଣ୍ଠରେ ଗତକାଲି ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି, ଯେଉଁଥିରେ ରଣଛୋଡଗଡ଼ ଗ୍ରାମର ପାଞ୍ଚ ଜଣ ଯୁବକଙ୍କ ମୃତ୍ୟୁ…

CJP Protest: ଭାରତରେ ଲ୍ୟାଣ୍ଡ କରୁକରୁ ପ୍ରଥମ ପ୍ରତିକ୍ରିୟା ଦେଲେ କକ୍ରୋଚ୍‌ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ , ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୬।୬: ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ପାଇଁ ଭାରତରେ ପହଞ୍ଚିବା ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ପ୍ରକାଶ…

ଦଳରେ ବିଦ୍ରୋହ ଭିତରେ ମମତା ଖେଳିଲେ ବଡ଼ ଚାଲ୍‌, ଅଭିଷେକ ବାନାର୍ଜୀଙ୍କୁ ଘୋଷଣା କଲେ…

ନୂଆଦିଲ୍‌ଲୀ,୬।୬: ବିଧାୟକମାନଙ୍କ ବିଦ୍ରୋହ ମଧ୍ୟରେ ଟିଏମସି (TMC) ମୁଖ୍ୟ ମମତା ବାନାର୍ଜୀ ଦଳୀୟ ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମମତା ବାନାର୍ଜୀ ଏହି ନୂତନ ସଙ୍ଗଠନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri